32.9 C
Balāngīr
Sunday, April 20, 2025

କଣ୍ଟାବାଞ୍ଜି ମାଟିର ମହୋତ୍ସବର ତୃତୀୟ ଦିବସ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ମୁରିବାହାଲ, (୧୨/୦୩) : ଆ.ପ୍ର. : କଣ୍ଟାବାଞ୍ଜି ରେଳବାଇ ଖେଳପଡ଼ିଆଠାରେ ଚାଲିଥିବା କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ବୁଧବାର ତୃତୀୟ ଦିବସରେ ପହଞ୍ଚିଛି ।WhatsApp Image 2025 03 13 at 11.53.14 କଣ୍ଟାବାଞ୍ଜି ମାଟିର ମହୋତ୍ସବର ତୃତୀୟ ଦିବସ

ମହୋତ୍ସବ କମିଟି ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମାରୋହରେ କଣ୍ଟାବାଞ୍ଜି ତହସିଲଦାର ବିଶ୍ଵନାଥ ଖାଲକୋ ମୁଖ୍ୟ ଅତିଥି, ପୂର୍ବ ନଗରପାଳ ସାବିତ୍ରୀ ପ୍ରଧାନ, କମିଟି ଉପସଭାପତି ସନ୍ତୋଷ ଅଗ୍ରୱାଲ,କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ କୁମାର ନାଥ, ସୋନୁ ଶତପଥି, ବିଧୁଭୂଷଣ ଗୁରୁ,ସୋମନାଥ ସାହୁ, ପପ୍ପୁ ଯୁଏଡ,ଅରୁଣ ଆର୍ଯ୍ୟ, ମୋହନ ସୁନା, ସତ୍ୟନାରାୟଣ ଅଗ୍ରୱାଲ, ନିଶିକାନ୍ତ ମହାପାତ୍ର ସମ୍ମାନୀତ ଅତିଥି ରୂପେ ଯୋଗଦେଇଥିଲେ ।WhatsApp Image 2025 03 13 at 11.53.14 1 କଣ୍ଟାବାଞ୍ଜି ମାଟିର ମହୋତ୍ସବର ତୃତୀୟ ଦିବସ

କୋଶଲି କବି ପଦ୍ମଶ୍ରୀ ହଳଧର ନାଗ ମୁଖ୍ୟ ବକ୍ତା ରୂପେ ଯୋଗଦେଇଥିଲେ । ଅଞ୍ଚଳର ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଓ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଡ଼. ଅର୍ଚ୍ଚିତା ପାଢ଼ୀ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଝୁମିଲେ ଦର୍ଶକ । ସହ ସମ୍ପାଦକ ତୁଳସୀ ଜଗତ ସଂଯୋଜନା କରିଥିବାବେଳେ କମିଟିର ଯୁଗ୍ମ ସମ୍ପାଦକ ଆଶିଷ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...