32.9 C
Balāngīr
Thursday, June 12, 2025

କଦଳୀ ବିକାଳିଙ୍କ ସନ୍ଦେହଜନକ ମୃତ୍ୟୁ, ଡ୍ରେନ୍ କଡ଼ରୁ ଉଦ୍ଧାର ହେଲା ମୃତଦେହ

Must read

ବରଗଡ଼, (୦୮/୦୬): ଆପ୍ର. : କଦଳୀ ବିକାଳିଙ୍କ ସନ୍ଦେହଜନକ ମୃତ୍ୟୁ । ଡ୍ରେନ୍ କଡ଼ରୁ ଉଦ୍ଧାର ହେଲା ମୃତଦେହ ।

ବରଗଡ଼ ସହର ସ୍ଥିତ ଲେଙ୍ଗୁ ମିଶ୍ର ଛକ ଡ୍ରେନ କଡ଼ରୁ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ଟାଉନ ଥାନା ପୋଲିସ । ମୃତକ ହେଉଛନ୍ତି ବିଶିପଡାର ଶଙ୍କର ତାଣ୍ଡି । ଶଙ୍କର କଦଳୀ ବିକ୍ରି କରି ପରିବାର ପୋଷଣ କରୁଥିଲେ । ଗତକାଲି ରାତିରୁ ଶଙ୍କର ନିଖୋଜ ଥିଲେ । ଆଜି ସକାଳେ ତାଙ୍କ ମୃତ ଶରୀର ବରଗଡ ସ୍ଥିତ ଲେଙ୍ଗୁ ମିଶ୍ର ଛକ ସ୍ଥିତ ଡ୍ରେନରୁ ମୃତଦେହ ଉଦ୍ଧାର କରିଛି ଟାଉନ ଥାନ ପୋଲିସ । ମୁତ୍ୟୁର କାରଣ ଜଣାପଡ଼ି ନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...