32.9 C
Balāngīr
Thursday, July 10, 2025

କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ରୁଦ୍ର ନାରାୟଣ ହୋତା //
କୁନ୍ଦୁରା,କୋରାପୁଟ,(୩୦/୧୦) : କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ l କୁନ୍ଦୁରା ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି l

ସଙ୍ଘର କାର୍ଯ୍ୟକାରୀ ସଭାପତି କିଶର କୁମାର ପାଳଙ୍କ ନେତୃତ୍ୱରେ କୁନ୍ଦୁରା ବ୍ଲକର ସମସ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀଙ୍କ ନେଇ ସ୍ଥାନୀୟ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯାଳୟରେ ପହଂଚି ବିଇଓ ଙ୍କ ମାଧ୍ୟମରେ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି l ଅଭିଯୋଗ ଅନୁଯାୟୀ,ସେମାନଙ୍କୁ ସରକାର ପାତର ଅନ୍ତର କରୁଛନ୍ତି lf040969b 9866 4d95 8c9c 82708b1c45be କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ

ସରକାର ପକ୍ଷରୁ କ୍ୟାବିନେଟ ବୈଠକରେ ରାଜ୍ୟର ଚୁକ୍ତିଭିତିକ ନିଯୁକ୍ତି ଉଛେଦ ପ୍ରକିୟା ଆରମ୍ଭ କରିବା ପାଇଁ ନିଷ୍ପତି ନେଇ କାର୍ଯ୍ୟକାରୀ ମଧ୍ୟ କରିଛନ୍ତି l କିନ୍ତୁ କନିଷ୍ଠ ଶିକ୍ଷକ ଏଥିରୁ ବାଦ ପଡିଛନ୍ତି l ଯାହାକି ଶିକ୍ଷକ ଗୋଷ୍ଠିରେ ନୌରାଶ୍ୟର ଛାୟା ଖେଳିଯାଇଛି l ବର୍ଦ୍ଧିତ ଦରଦାମ ସlଙ୍ଘକୁ ସ୍ୱଳ୍ପ ଦରମା ଶିକ୍ଷକମାନଙ୍କୁ ଆହୁରି ଅଧିକ ଚାପଗ୍ରସ୍ତ କରିଦେଉଛି l

ଏଣୁ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି ନିମନ୍ତେ ଏହିପରି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ବୋଲି ସଙ୍ଘର ସମ୍ପାଦକ ନୟନ କୁମାର ବିଶୋଇ ପ୍ରକାଶ କରିଛନ୍ତି l

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...