32.9 C
Balāngīr
Tuesday, July 15, 2025

କନ୍ଧମାଳ ଜିଲ୍ଲା ବିଜେପି ସଭାପତି ହେଲେ ପଣ୍ଡିତ ବିଶିମାଝି

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୧୭/୨) : ରାଜ୍ୟ ବିଜେପି ପକ୍ଷରୁ ଜିଲ୍ଲା ବିଜେପି ସଭାପତି ଙ୍କ ନାମ ଘୋଷଣା କରାଯାଇଛି l ରାଜ୍ୟ ବିଜେପି ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଅଧକ୍ଷତା ରେ ଅବଶିଷ୍ଟ ଜିଲ୍ଲା ବିଜେପି ସଭାପତି ମାନଙ୍କୁ ଚୟନ କରାଯାଇ ନାମ ଘୋଷଣା କରାଯାଇଛି lWhatsApp Image 2025 02 17 at 15.50.32 କନ୍ଧମାଳ ଜିଲ୍ଲା ବିଜେପି ସଭାପତି ହେଲେ ପଣ୍ଡିତ ବିଶିମାଝି

କନ୍ଧମାଳ ଜିଲ୍ଲା ବିଜେପି ଭାବେ ପଣ୍ଡିତ କୁମାର ବିଶିମାଝି ଙ୍କ ନାମ ଘୋଷଣା ପରେ ପଣ୍ଡିତ ବିଶିମାଝି ଙ୍କୁ ଶୁଭେଚ୍ଛା ର ସୁଅ ଛୁଟିଛି l ଜିଲ୍ଲା ସଭାପତି ହେବାପରେ ଦଳ ଯାହା ଦାୟିତ୍ୱ ଦେବ ସୁଚାରୁ ରୂପେ ସମ୍ପାଦନ କରିବି ଏବଂ ତୃଣ ମୂଳ ସ୍ତରରୁ ସଂଗଠନ କୁ ସୁଦୃଢ଼ ପାଇଁ ସମସ୍ତ ଙ୍କୁ ନେଇ ଚାଲିବି ବୋଲି ପ୍ରତିକ୍ରିୟା ରେ ପ୍ରକାଶ କହିଛନ୍ତି l ଜିଲ୍ଲା ସଭାପତି ହେବାପରେ ପଣ୍ଡିତ ବିଶିମାଝି ରାଜ୍ୟ ସଭାପତି ମନମୋହନ ସାମଲ, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ପଦ୍ମ ଚରଣ ଦାସ ଏବଂ ଜ଼ିଲ୍ଲା ର ସମସ୍ତ ପଦାଧିକାରୀ କାର୍ଯ୍ୟକର୍ତ୍ତା ଓ ସମସ୍ତ ନେତୃବୃନ୍ଦ ଙ୍କୁ କୃତଜ୍ଞତା ଜଣାଇଛନ୍ତି l

- Advertisement -spot_img

More articles

- Advertisement -spot_img

Latest article

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...