32.9 C
Balāngīr
Sunday, July 13, 2025

କନ୍ଧମାଳ ଜିଲ୍ଲା ୨୧ରୁ ମହୋତ୍ସବ; ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହୋଇଅଛି

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରାଇକିଆ, (୧୯/୦୩) : ଆ.ପ୍ର. : କନ୍ଧମାଳ ଜିଲ୍ଲା ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା ମହୋତ୍ସବ ଅବସରରେ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ପ୍ରଶାସନ ତରଫରୁ ମଙ୍ଗଳବାର ଛାତ୍ରୀଛାତ୍ରଙ୍କୁ ନେଇ ବ୍ଲକ ସ୍ତରୀୟ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆଜି ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 18 at 17.54.00 କନ୍ଧମାଳ ଜିଲ୍ଲା ୨୧ରୁ ମହୋତ୍ସବ; ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହୋଇଅଛି

କବାଡି, ଖୋଖୋ, ଭଲିବଲ, ଫୁଟବଲ ଭଳି ବହୁ କ୍ରୀଡାକୁ ଏଥିରେ ସାମିଲ କରାଯାଇଛି । ଏହିଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ରାଇକିଆଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ରାଇକିଆ ବିଧାୟକ ପ୍ରତିନିଧି ତାରିଣୀ ପରିଛା , ଏବିଡିଓ ଦିବ୍ୟସିଂହ କହଁର, ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଦଡିଙ୍ଗିଆ ସମିତି ସଭ୍ୟ ପ୍ରଦୀପ ପ୍ରଧାନ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଥିଲେ ।WhatsApp Image 2025 03 18 at 17.54.01 କନ୍ଧମାଳ ଜିଲ୍ଲା ୨୧ରୁ ମହୋତ୍ସବ; ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହୋଇଅଛି

ସମସ୍ତ କାର୍ଯ୍ୟକ୍ରମ ଡବ୍ଲୁଇଓ ଉର୍ମିଳା ପ୍ରଧାନ, ଯୋଗାଣ ନୀରିକ୍ଷକ କିରଣ ବେହେରା, ବିପିଏମ କମଲ ନାୟକ ଏବଂ ବ୍ଲକ କର୍ମଚାରୀମାନେ ପରିଚାଳନା କରିଥିବାବେଳେ କ୍ରୀଡା ଶିକ୍ଷକ କାର୍ତ୍ତିକ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କ୍ରୀଡା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଖେଳ ପରିଚାଳନା କରିଥିଲେ । ଓ ବହୁଲୋକ ମାନେ ମଧ୍ୟ ଉପ ସ୍ଥିତ ଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...