32.9 C
Balāngīr
Friday, June 13, 2025

କମିଲା ବର୍ଷା, ବଢିବ ତାତି : ୫ରୁ ୬ ଦିନ ମଧ୍ୟରେ ୨ରୁ ୪ଡିଗ୍ରୀ ବଢିପାରେ ତାପମାତ୍ରା

Must read

ଭୁବନେଶ୍ୱର, (୦୨/୦୬) : ଆପ୍ର. : ମୌସୁମୀ ଗାଏବ, ପୁଣି ତାତି । ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆଜିଠୁ ପୁଣି ବଢିବ ତାତି

୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପୂର୍ବ ଆସାମ ଓ ଆଖପାଖ ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଏବେ ଅସ୍ପଷ୍ଟ ହେବାରେ ଲାଗିଛି । ତଥାପି ସଂପୃକ୍ତ ଘୂର୍ଣ୍ଣିବଳୟ ସେହି ଅଞ୍ଚଳ ଉପରେ ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି ।

ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆଜି ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...