32.9 C
Balāngīr
Tuesday, May 20, 2025

କଳସ ଯାତ୍ରା ସହ ବୈଶାଖ ମେଳା ଆରମ୍ଭ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପଦ୍ମପୁର, (୦୮/୦୫) : ଆପ୍ର. : ପଦ୍ମପୁର ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁଣ୍ୟ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ନୃସିଂହନାଥ ଠାରେ ବୈଶାଖ ମେଳା ବୁଧବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି ।

ଏକ ଭବ୍ୟ କଳସ ଶୋଭାଯାତ୍ରାରେ ବାହାରି ମାଁ ଭଉଣୀ ତଥା ଭକ୍ତ ମାନେ ଝରଣାର ଗଣେଶ ଘାଟରେ ପବିତ୍ର ପାଣି କଳସରେ ଆଣି ନୃସିଂହନାଥ ମନ୍ଦିର, ଶିବ ମନ୍ଦିର, ସମଲେଶ୍ୱରୀ ମନ୍ଦିର , ଶ୍ରୀରାମ ମନ୍ଦିର, ବିଦ୍ଧ୍ୟବାସୀନୀ ମନ୍ଦିର ଓ ଅନ୍ୟ ପାଶ୍ୱ ଦେବା ଦେବୀ ମନ୍ଦିରକୁ କଳସ ଯାତ୍ରାରେ ଯାଇ ପୂଜା ଅର୍ଚ୍ଚନା କରିବା ସହ ବିଶ୍ୱଶାନ୍ତି ମହାଯଜ୍ଞ ପୀଠରେ କଳସ ସ୍ଥାପନ କରିଥିଲେ । କର୍ତ୍ତା ଭାବେ ଚୁଡ଼ାମଣି ଭୁଏ ଓ ତାଙ୍କ ଧର୍ମ ପତ୍ନୀ ସନ୍ତୋଷୀନି ଭୁଏ ଦାୟିତ୍ୱ ତୁଲାଉଛନ୍ତି । ପଣ୍ଡିତ ଡ଼ିଗ୍ରୀଧର ଦେବତାଙ୍କ ସହ ମୁନା ଦେବତା କାଯ୍ୟ ତୁଲାଇ ଥିଲେ ।

ବୈଶାଖ ମେଳା କମିଟିର ସଭ୍ୟ ମାନେ ନିଜ ନିଜର ଦାୟିତ୍ୱ ତୁଳାଉଥିବା ବେଳେ ପୋଲିସ ବିଭାଗ, ପାନୀୟ ଜଳ ଯୋଗାଣ ବିଭାଗ, ବିଦ୍ୟୁତ୍ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଦମକଳ ବିଭାଗୀୟ କର୍ମଚାରୀ ମାନେ ନିଜ ନିଜର ଦାୟିତ୍ୱ ତୁଲାଉଛନ୍ତି । ଶାନ୍ତି ଶୃଙ୍ଖଳା, ଟ୍ରାଫିକ ବ୍ୟବସ୍ଥା ତଥା ପୋଲିସ ସହାୟତା ପାଇଁ ଏସ.ଡି.ପି.ଓ. ୧ଜଣ, ଡି.ଏସ.ପି.୩ଜଣ, ଇନ୍ସପେକ୍ଟର ୫ଜଣ, ସବ୍ ଇନ୍ସପେକ୍ଟର ଓ ଏ ଏସ ଆଇ ମିଶି ୪୦ ଜଣ,୧୦ ପ୍ଲାଟୁନ ଫୋର୍ସ ଓ ପୋଲିସ, ୬୦ ଜଣ ହୋମ ଗାର୍ଡ ନିଯୁକ୍ତି ହୋଇଥିବା ପୋଲିସ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...