32.9 C
Balāngīr
Friday, June 13, 2025

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

Must read

ବାଲେଶ୍ଵର, (୦୮/୦୬) : ଆପ୍ର. : ଟ୍ରେନ ଧକ୍କାରେ ଯୁବକ ମୃତ । ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।

କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ । ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଇଷ୍ଟ କୋଷ୍ଟ ଏକ୍ସପ୍ରେସ ଧକ୍କାରେ ଯୁବକ ମୃତ । ମୃତ ଯୁବକଙ୍କ ପରିଚୟ ମିଳି ନାହିଁ । ସ୍ଥାନୀୟ ଲୋକେ କହିବା ମୁତାବକ ଯୁବକ ଜଣକ ଇୟର ଫୋନ୍ ଦେଇ କଥା ହୋଇ ଯାଇଥିବା ଅବସ୍ଥାରେ ଧକ୍କା ଦେଲା ଟ୍ରେନ୍ । ଘଟଣା ସ୍ଥଳରେ ଆର୍ ପି ଏଫ୍ ପହଞ୍ଚି ମୃତ ଶରୀର ଜବତ କରିବା ସହ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...