32.9 C
Balāngīr
Tuesday, May 13, 2025

କାଳବୈଶାଖୀରେ ଭାଙ୍ଗିଲା ଗଛ, ରାସ୍ତା ଅବରୋଧ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ପାଟଣା, (୦୮/୦୫) : ଆପ୍ର. : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତର ଗୁଳୁଦିପଶି ଗ୍ରାମରେ ଆଜି କାଳ ବୈଶାଖୀ ହେବାରୁ ଗୁଳୁଦିପଶି ଦେଇ ପାଟଣାରୁ ଖମୁଆ ଯାଇଥିବା ରାସ୍ତା ଉପରେ ଏକ ବଡ଼ ଜାମୁ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଥିଲା

ଯାହାଫଳରେ ଯାତ୍ରୀବାହୀ ବସ୍ ଓ ଅନ୍ୟାନ୍ୟ ଯାନବାହାନ ଚଳାଚଳ ବନ୍ଦ ହୋଇଯାଇଥିବା ବେଳେ ଗଣମାଧ୍ୟମ ପ୍ରତିନିଧି ଦଶରଥ ବାରିକ୍ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ବଡ଼ ଜାମୁ ଗଛକୁ ମେସିନ ଦ୍ବାରା କାଟି ରାସ୍ତା ସଫା କରିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...