32.9 C
Balāngīr
Tuesday, May 20, 2025

କାଳବୈଶାଖୀ ପ୍ରଭାବରେ ବହୁ ଗଛ ଭାଙ୍ଗି କ୍ଷୟକ୍ଷତି ଘଟିଛି

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରାଇକିଆ, (୨୮/୦୪) : ଆପ୍ର,, କନ୍ଧମାଳ ଜିଲ୍ଲା ରାଇକିଆଠାରେ ଶନିବାର ଦିନ ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛିWhatsApp Image 2025 04 27 at 19.23.45 କାଳବୈଶାଖୀ ପ୍ରଭାବରେ ବହୁ ଗଛ ଭାଙ୍ଗି କ୍ଷୟକ୍ଷତି ଘଟିଛି

ବହୁ ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଥିଲା। ଅନେକ ଲୋକଙ୍କର ଟିଣ ଛପର ଉଡ଼ି ଯାଇଛି । ଓ ବହୁ ଜାଗାରେ ମଧ୍ୟବଡ ଗଛ ଭାଙ୍ଗି ଯାଇଛି । ଏଥି ଯୋଗୁ ରାଇକିଆ ଅଞ୍ଚଳରେ ବିଦୁତ୍ ଅପରାହ୍ନରୁ ସରବରାହ ବନ୍ଦ ହୋଇଥିଲା । ଓ ରାତିରେ ଲାଇନ ଆସି ଥିଲେ ମଧ୍ୟ ବହୁ ସଂଖ୍ୟାରେ କାମ ହୋଇ ନଥିଲା ଆଜି ସବୁ କିଛି ବିଦୁତ୍ ଲୋକ ମାନେ ବୁଲି କି ସଜାଡୁ ଅଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...