32.9 C
Balāngīr
Sunday, April 20, 2025

କାଶୀନଗର ବନ୍ଦ; ଜନ ଜୀବନ ଅସ୍ତ ବ୍ୟସ୍ତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୪/୨) : ଆଜି ଚାଷୀ ମାନଙ୍କ ଡାକରା କ୍ରମେ କାଶୀନଗର ରେ ବନ୍ଦ ଅନୁଷ୍ଠିତ ହେଉଛି ।

ପ୍ରକାଶ ଥାଉ କି କାଶୀନଗର ଅଂଚଳ ରେ ଚାଷୀ ଙ୍କୁ ଟୋକେନ ଦିଆଯାଇଛି ହେଲେ ମଣ୍ଡି ରୁ ଧାନ ଉଠା ଯାଉ ନାହିଁ । ଏନେଇ ଗତ ୧୫ ଦିନ ହେଲା ଚାଷୀ ମାନେ ତହସିଲ ଅଫିସ ଘେରାଉ କରିଥିଲେ, ତହସିଲଦାର ସେମାନଙ୍କୁ ନିର୍ଭର ପ୍ରତିଶୃତି ଦେଇ ଶୀଘ୍ର ସମସ୍ୟା ର ସମାଧାନ ହେବ ବୋଲି କହିଥିଲେ । ରୟିତ କୁଲି ସଙ୍ଘ ର ସଭାପତି ପ୍ରଶାନ୍ତ ମିଶ୍ର ଙ୍କ ନେତୃତ୍ୱ ରେ ଗୋଟିଏ ପ୍ରତିନିଧି ଦଳ ତହସିଲଦାର ଙ୍କ ସହ ଆଲୋଚନା କରିଥିଲେ ସୁଧା ସନାସ୍ୟା ସମାଧାନ ହୋଇନଥିବାରୁ ଆସନ୍ତା କାଲି ସକାଳ 6 ଟା ଠାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଓ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ଚାଷୀ ମାନେ ଡାକବାଜି ଯନ୍ତ୍ର ଦ୍ୱାରା ସମସ୍ତ ଙ୍କୁ ଅନୁରୋଧ କରିଛନ୍ତି, ଆଜି ମେଟ୍ରିକ ପରୀକ୍ଷା ଅଛି । ସକାଳୁ ଚାଷୀ ମାନେ ବୁଲି ସମସ୍ତ ଦୋକାନ ବଜାର ବନ୍ଦ କରୁଛନ୍ତି | ବସ ଚଳାଚଳ ଠପ ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...