32.9 C
Balāngīr
Tuesday, May 20, 2025

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି ।

ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା ପଂଚାୟତ ର ଲେଙ୍ଗାତା ଗୁଡା ଗ୍ରାମ ରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ତଥା ମହିଳା କଂଗ୍ରେସ ନେତ୍ରୀ ସୁକାନ୍ତି ଶବର ଙ୍କ ନେତୃତ୍ୱ ରେ ମହିଳା ମାନେ ବିଭିନ୍ନ ମଦ ବିରୋଧୀ ନାରା ବାଜି କରି ଗ୍ରାମ ପରିକ୍ରମା କରିଥିଲେ | ମଦ ଦ୍ୱାରା ଲୋକେ ବିପଥ ଗାମୀ ହୋଇ ସଂସାର ଉଜୁଡି ଯାଉଛି ବୋଲି ଅଭିଯୋଗ କରିଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ଜଗିବା ପାଇଁ କାଶୀନଗର ଥାନା ଅଧିକାରୀ ସୁନୀଲ ବେହେରା ଓ ମନୋଜ ପାଢ଼ୀ ଙ୍କ ସହ ବହୂ ମହିଳା ଓ ପୁରୁଷ ପୋଲିସ ମୃତୟନ ହୋଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...