32.9 C
Balāngīr
Monday, April 28, 2025

କାଶୀନଗର ରେ ବାରଣାସୀ ଉତ୍ସବ ଉଦଯାପିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

45c4d2d4 252b 48bb b1eb fe002a67db24 କାଶୀନଗର ରେ ବାରଣାସୀ ଉତ୍ସବ ଉଦଯାପିତରିପୋର୍ଟ: ପ୍ରଣତି ସାବତ //
କାଶୀନଗର (୧୨/୧୨): ଗତ ବୁଧୁବାର ସନ୍ଧ୍ୟାରେ ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ବାରଣାସୀ ଉତ୍ସବ ଉଦଯାପିତ ହୋଇଯାଇଛି |

ଦ୍ଵିତୀୟ ରଜନୀ ପାରଳାଖେମୁଣ୍ଡି ବିଧାୟକ ଇଂ. ରୁପେଶ ପାଣିଗ୍ରାହୀ ଜିଲ୍ଲାପାଳ ବିଜୟ କୁମାର ଦାସ ଉପଜିଲ୍ଲାପାଳ ଅନୁପ କୁମାର ପଣ୍ଡା ତହସିଲଦାର, ଅତିରିକ୍ତ ତହସିଲଦାର ତ୍ରିନାଥ ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ ବ୍ଲକ ଅଧ୍ୟାକ୍ଷା ଵାଲା ସାୟାମ୍ମା, ଏନ ଏ ସି ଅଧ୍ୟାକ୍ଷା ଏମ ସୁଧାରଣୀ ଯୋଗ ଦେଇଥିଲେ, ଅତିଥି ମାନଙ୍କୁ ସ୍କୁଲ ଗେଟ ଠାରୁ ସ୍ୱାଗତ କରି ଉତ୍ସବ ଷ୍ଟାଲ କୁ ନିଆ ଯାଇଥିଲା | ଜିଲ୍ଲାପାଳ ସମସ୍ତ ଷ୍ଟାଲ ବୁଲି ଦେଖିଥିଲେ | ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ପ୍ରକାର ନାଚ ଅନୁଷ୍ଠିତ ହୋଇଥିଲା | ସାମ୍ବାଦିକ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା |ବିଡ଼ିଓ ଡମ୍ବୁରୁ ଧର ମଲ୍ଲିକ ଏହି କାର୍ଯ୍ୟକ୍ରମ ସୁଚାର ରୂପେ ଅନୁଷ୍ଠିତ ହୋଇଥିବାରୁ ସମସ୍ତ ଙ୍କୁ ଧନ୍ୟବାଦ ଦେଇଥିଲେ |

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...