32.9 C
Balāngīr
Sunday, July 13, 2025

କାଶୀନଗର ବ୍ଲକ ହାଡୁଭାଙ୍ଗିରେ ଶ୍ରୀରାମ ନବମୀ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

କାଶୀନଗର ୦୭/୦୪-ଆପ୍ର): କାଶୀନଗର ବ୍ଲକ ର ହାଡୁଭାଙ୍ଗି ରେ ଶ୍ରୀରାମ ନବମୀ ଉତ୍ସବ ନବ ଦିନ ବ୍ୟାପୀ ଚାଲୁଛି |

ଏହି ଗ୍ରାମ ରେ ବିଜେ ହୋଇଥିବା ଶ୍ରୀରାମ ମନ୍ଦିର ଏକ ପର୍ବତ ଉପରେ ପ୍ରତିଷ୍ଠା ହୋଇଛି, ଏହି ମନ୍ଦିର କୁ ପ୍ରାୟ ୬୦ବର୍ଷ ହେବ, ପ୍ରତ୍ୟେକ ବର୍ଷ ରାମ ନବମୀ ରୁ ନବଦିନ ବ୍ୟାପୀ ପୂଜା, କଲ୍ୟାଣ, ଇତ୍ୟାଦି ଅନୁଷ୍ଠିତ ହେଉଛି, ମିନା ବଜାର ସାଙ୍ଗକୁ ସୁସ୍ୱାଦୁ ଖାଦ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକ ଙ୍କ ମନ ମହୁଛି | ସୀମା ରେ ଥିବା ଆନ୍ଧ୍ର ଓ ଓଡିଶାରୁ ହଜାର ହଜାର ସଂଖ୍ୟା ରେ ଭକ୍ତ ଦର୍ଶନ କରୁଛନ୍ତି | ପୂଜା କମିଟି ମଧ୍ୟ ବେଶ ଉତ୍ସାହ ର ସହ ଏହି ପର୍ବ କୁ ବର୍ଷକ ରେ ଥରେ ଆନନ୍ଦ ର ସହ ଯୋଗଦାନ ଓ ସହଯୋଗ କରୁଛନ୍ତି, ପୋରେଡି ବାବୁ ରାଓ, ବାରି ଶ୍ରୀନୁ, ଶଙ୍କର ରାଓ ଏହି କାର୍ଯ୍ୟକ୍ରମ କୁ ପ୍ରତ୍ୟେକ୍ଷ ଭାବେ ନିୟନ୍ତ୍ରଣ କରୁଛନ୍ତି |

କେନ୍ଦୁଝର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ସ୍ୱାସ୍ଥ୍ୟ ଦିବସ ପାଳିତ

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...