32.9 C
Balāngīr
Wednesday, April 23, 2025

କୁକୁର ଆକ୍ରମଣରେ ୬ ଆହତ, ଆହତଙ୍କୁ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ବର, (୨୪/୦୨) : ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ କମର୍ଦ୍ଦା ଅଞ୍ଚଳରେ ପାଗଳା କୁକୁର ଆତଙ୍କ ଖେଳିଯାଇଛି। ପାଗଳା କୁକୁର ଆକ୍ରମଣରେ ୬ ଜଣ ଆହତ ହୋଇଛନ୍ତି ।

ଆହତଙ୍କୁ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ପୁଣି ଖେଳିଲା ପାଗଳା କୁକୁର ଆତଙ୍କ । ଗୋଡାଇ ଗୋଡାଇ ରାସ୍ତାରେ ଲୋକଙ୍କୁ କାମୁଡୁଛି । ଏପରି ଏକ ଅଭାବନୀୟ ଘଟଣା ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ କମର୍ଦ୍ଦା ଅଂଚଳରେ ଘଟିଛି । କମର୍ଦ୍ଦା ବଜାର ଓ ଦୁଡପଳ ଛକରେ ୬ ଜଣଙ୍କୁ କୁକୁର ଗୋଡାଇ ଗୋଡାଇ କାମୁଡୁଛି । ସ୍ଥାନୀୟ ଲୋକ, ତୁରନ୍ତ ଆହତ ଲୋକଙ୍କୁ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପାଗଳା କୁକୁରକୁ କାବୁ କରିବା ପାଇଁ ଲୋକମାନେ ଦାବି କରିଛନ୍ତି । ପାଗଳା କୁକୁରର ଆତଙ୍କ ସ୍ଥାନୀୟ ଅଞ୍ଚଳରେ ଖେଳିଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...