32.9 C
Balāngīr
Wednesday, April 30, 2025

କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୁରିବାହାଲ, (୧୮/୦୧) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା ।

ହାଇସ୍କୁଲ ଶାରୀରିକ ଶିକ୍ଷକ ବିନୋଦ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ମୁଖ୍ୟ ଅତିଥି ରୂପେ ଚଣାବାହାଲ ସରପଞ୍ଚ କୁନ୍ତୀ ମେହେର, ସମତି ସଭ୍ୟା ପୁଷ୍ପାଞ୍ଜଳି ଧରୁଆ, ହାଇସ୍କୁଲ ପରିଚାଳନା କମିଟି ସଭାପତି ବେଦମତୀ ମେହେର, ସ୍କୁଲର ନିର୍ମାତା ହୃଷିକେଶ ମେହେର, ପ୍ରଧାନ ଶିକ୍ଷକ ରଘୁନାଥ ଗିରି ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଏଥିରେ ଶିକ୍ଷକ ଅନାର୍ଯ୍ୟ ସୁନା, ଚକ୍ରଧର ସାହୁ, କ୍ଷମାନିଧି ପୁଟେଲ, ନରେନ୍ଦ୍ର ମେହେର ପ୍ରମୁଖ ଉପସ୍ଥିତ ଥିଲେ । ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...