32.9 C
Balāngīr
Tuesday, May 13, 2025

କୂଅ ସଫା କରିବା ସମୟରେ ଘଟିଲା ଅଘଟଣ, ଶ୍ୱାସରୁଦ୍ଧ ହୋଇ ୨ ମୃତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରାୟଗଡ଼ା, (୨୪/୦୪) : ଆପ୍ର. : ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ୍ ବନ୍ଦ୍ରି ଗାଁରେ ଅଭାବନୀୟ ଘଟଣା ଘଟଣା ଦେଖିବାକୁ ମିଳିଛି ।

କୂଅ ଭିତରେ ଶ୍ୱାସ ରୁଦ୍ଧ ହୋଇ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି । ସୂଚନା ଅନୁସାରେ ଏହି ଦୁଇ ବ୍ୟକ୍ତି ସଫା କରିବାକୁ କୂଅ ଭିତରକୁ ମୋଟର ପମ୍ପ ନେଇ ଓହ୍ଲାଇଥିଲେ । ଅଣନିଶ୍ବାସୀ ହୋଇ କୂଅ ଭିତରୁ ବାହାରି ପାରିନଥିଲେ । ଅଗ୍ନିଶମ ବିଭାଗ ଉଦ୍ଧାର କରି ଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ତେତେ ଟାଙ୍ଗାରାଙ୍ଗା (୨୫) ଏବଂ ଚିତ୍ତରଞ୍ଜନ ଟାଙ୍ଗାରାଙ୍ଗା (୩୦) । ଏହି ଖବର ଶୁଣିଲା ପରେ ଗାଁରେ ଦୁଃଖର ଲହରୀ ଖେଳିଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...