32.9 C
Balāngīr
Tuesday, May 13, 2025

କେନ୍ଦୁକଟା ଛକରୁ ୨୪ କେଜି ଗଞ୍ଜେଇ ସହ କାର୍ ଜବତ, ଜଣେ ଗିରଫ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରେଢାଖୋଲ, (୧୮/୦୪) : ଆପ୍ର. : ରେଢ଼ାଖୋଲ ବ‌ଉଦ ରାସ୍ତାର କେନ୍ଦୁକଟା ଛକରୁ ପୋଲିସ୍ ପକ୍ଷରୁ ଚଢାଉ । ୨୪ କେଜି ଗଞ୍ଜେଇ ସହ ଏକ ହୋଣ୍ଡା ଆମେଜ କାର୍ ଜବତ

ଜଣେ ମାଫିଆକୁ ଗିରଫ କରି ଗୁରୁବାର ସଂଧ୍ୟାରେ କୋର୍ଟ ଚାଲାଣ କରିଛି ରେଢ଼ାଖୋଲ ପୋଲିସ୍ । ଗିରଫ ମାଫିଆ ଜଣକ ହେଲେ ବ‌ଉଦ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ସଲେଇପଦା ଗ୍ରାମର ରଞ୍ଜନ ମହାକୁଡ଼ । ସେ ଗଞ୍ଜେଇ ଚାଲାଣ କରୁଥିବା ରେଢ଼ାଖୋଲ ପୋଲିସ୍ ଖବର ପାଇ ବ‌ଉଦ ରେଢ଼ାଖୋଲ ରାସ୍ତାର କେନ୍ଦୁକଟା ଛକ ଠାରୁ ତାରେଣୀ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ନାକା ବନ୍ଦି କରିଥିଲା । ଗାଡିମଟର ସବୁ ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଏକ କାରରୁ ଗଞ୍ଜେଇ ମିଳିବା ପରେ ପୋଲିସ୍ ଏହାକୁ ଜବତ କରି କେସ ନଂ ୯୨/୨୫ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଚନ୍ଦ୍ର ମୋହନ ସିଂ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...