32.9 C
Balāngīr
Tuesday, May 13, 2025

କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବକ ଗୁରୁତର, ଦୁର୍ବୃତ୍ତ ଫେରାର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କେନ୍ଦ୍ରାପଡ଼ା, (୦୫/୦୫) : ଆପ୍ର. : ଯୁବକଙ୍କୁ ଗୁଳିକରି ଦୁର୍ବୃତ୍ତ ଫେରାର । କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଞ୍ଚଳରେ ଗୁଳିକାଣ୍ଡ । ଭାରିଗୋଳ ଗାଁର ଗୌତମ ମଲ୍ଲିକ ଆହତ ।

ତାଙ୍କର ବାମ ଜଙ୍ଘରେ ଗୁଳି ବାଜିଛି । ଗୌତମଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟ ପରେ କଟକ ସ୍ଥାନାନ୍ତର କରାଯାଇଛି । ଗୌତମ ଏକ ବାଇକ୍ ଯୋଗେ ଯାଉଥିବା ବେଳେ ବାଲିସାହିରେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରିଥିଲେ । ଗୌତମ ତଳେ ପଡିଯିବା ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ l ଘଟଣାର ଖବର ପାଇ ତଦନ୍ତ ଆରମ୍ଭ କରିଛି ପୋଲିସ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼ ହୋଇଥିଲା ସୂଚନା ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...