32.9 C
Balāngīr
Wednesday, April 30, 2025

କୋଟଗଡ ଥାନା ଜାମଝୋରରେ ଲାଗିଲା ମାଓ ପୋଷ୍ଟର

Must read

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବାଲିଗୁଡା, (୧୧/୦୨) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତାକଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟରWhatsApp Image 2025 02 11 at 20.53.46 କୋଟଗଡ ଥାନା ଜାମଝୋରରେ ଲାଗିଲା ମାଓ ପୋଷ୍ଟର

ଜାମଝୋର ଗାଁ ଛକ ରାଜ୍ୟ ରାଜପଥ- ୫ ମୁଖ୍ୟ ରାସ୍ତା କଡ଼ରେ ଗାଁ କଲ୍ୟାଣ ସମିତି ର ହୋର୍ଡିଙ୍ଗ ଉପରେ ୩ଟି କାଗଜ ପୋଷ୍ଟର ମାରି ବିଜେପି ସରକାର, ସଙ୍ଘ ଓ ପୁଲିସ ର ମିଛ ପ୍ରଚାରରେ ଭ୍ରମିତ ନ ହେବାକୁ ଆହ୍ୱାନ ଦିଆଯାଇଥିବା ବେଳେ ଜଳ, ଜଙ୍ଗଲ, ଜମି,ଶିକ୍ଷା, ରୋଜଗାର, ମୌଳିକ ସୁବିଧା ପାଇଁ ଭିକ୍ଷା ନୁହେଁ ସଂଘର୍ଷର ପଥ ଆପଣେଇବା ସହ ଇଜ୍ଜତ ର ସହ ବଂଚିବାକୁ ପୋଷ୍ଟର ରେ ଉଲ୍ଲେଖ ଅଛି ।

ଏହା ବ୍ୟତୀତ କୁଇ ସମାଜ, ପୂର୍ବରୁ କୁଇକୁଳ ସମିତି ନାମରେ ଲାଗିଥିବା ପୋଷ୍ଟରକୁ ବିରୋଧ କରାଯାଇଛି ଏବଂ ମେଟଲାର ମୃତ୍ୟୁ ପାଇଁ ପୁଲିସ କୁ ଦାୟୀ କରି ମାଓବାଦୀ ଆଦିବାସୀ ବିରୋଧୀ ନୁହଁ ବୋଲି ମଧ୍ୟ ପୋଷ୍ଟର ଉଲ୍ଲେଖ ଅଛି । ସୂତ୍ର ଖବର ଅନୁଯାଇ ଗତକାଲି ବିଳମ୍ବିତ ରାତ୍ରିରୁ ଏହା ମାଓ ପୋଷ୍ଟର ବା. ଘୁ. ନା. ସିପିଆଇ ମାଓବାଦୀ ଜାରି କରାଯାଇଥିଲେ ବି ପୁଲିସ, ସୁରକ୍ଷାବଳ ପୋଷ୍ଟର ନ କାଢିଥିବାରୁ ପୋଷ୍ଟକୁ ନେଇ ଭୟଭୀତ ସ୍ଥାନୀୟ ଜନସାଧାରଣ ଓ ଗ୍ରାମବାସୀ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...