32.9 C
Balāngīr
Tuesday, May 13, 2025

କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ ଯାପିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କାଶୀନଗର, (୦୨/୦୫) : ଆପ୍ର. : ସ୍ଥାନୀୟ ଫ୍ରେଣ୍ଡ୍ସ କ୍ରିକେଟ୍ କ୍ଲବ୍ ଦ୍ୱାରା ଆୟୋଜିତ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଦିନ ଉଦ୍ ଯାପିତ ହୋଇ ଯାଇଛି ।

ଏପ୍ରିଲ୍ ୨୦ରୁ ବାରାଣାସୀ ସରକାରୀ ହାଇସ୍କୁଲ ଖେଳ ପଡିଆରେ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ୬ଟିମ୍ ଭାଗ ନେଇଥିଲେ । ଫାଇନାଲ ମ୍ୟାଚ୍ ମେନପୁଲ୍ ସୁପରକିଂଗ୍ସ ଓ ପି ଏଚ୍ ଏସ୍ ଚାଲେଞ୍ଜର୍ସ ମଧ୍ୟରେ ଖେଳା ଯାଇଥିବା ବେଳେ ପ୍ରଥମୋକ୍ତ ଟିମ୍ ବିନର ଓ ଦ୍ଵିତୀୟୋକ୍ତ ଟିମ୍ ରନର୍ସଅପ୍ ହୋଇଥିବା ଜଣା ପଡିଛି . ଭି . ମଣିକଣ୍ଠା ଓ ଏସ୍ . ଶିବାଜୀଙ୍କୁ ଯଥାକ୍ରମେ ମ୍ୟାନ୍ ଅଫ୍ ଦ ସିରିଜ ଓ ମ୍ୟାନ ଅଫ୍ ଦ ମ୍ୟାଚ୍ ଘୋଷଣା କରା ଯାଇଛି ।

ଏ ଉପଲକ୍ଷେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତ୍ତି ରାଓ, ଥାନା ଅଧିକାରୀ ସୁନୀଲ କୁମାର ବେହେରା , ତହସିଲଦାର ସୁଧୀର କୁମାର ନନ୍ଦ ପ୍ରମୁଖ ମଂଚାସୀନ ହୋଇ ବିନର ଟିମକୁ ୪୫୦୦୦ ଓ ରନର୍ସଅପ ଟିମକୁ ୩୦୦୦୦ ଟଙ୍କାର ଚେକ୍ ପ୍ରଦାନ କରିଥିଲେ । ବରିଷ୍ଠ ନାଗରିକ କେ . ରାମା ରାଓ ଓ କାରିମି ମଧୁ ମଞ୍ଚରେ ଉପସ୍ଥିତ ଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...