32.9 C
Balāngīr
Tuesday, May 20, 2025

କ୍ରୀଡା ଓ ଯୁବସେବା ବିଭାଗ ମନ୍ତ୍ରୀଙ୍କ ଦ୍ୱାରା ଖେଲୋ ଇଣ୍ଡିଆ ସେଣ୍ଟରର ଶୁଭ ଉନ୍ମୋଚନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୨୦/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲାରେ କ୍ରୀଡା ଓ କ୍ରୀଡ଼ାବିତଙ୍କ ବିକାଶ ତଥା ପ୍ରୋତ୍ସାହନ ନିମନ୍ତେ ଆଜି ସୁବର୍ଣ୍ଣପୁର ସହର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଖେଲୋ ଇଣ୍ଡିଆ ସେଣ୍ଟରର ଶୁଭ ଉନ୍ମୋଚନ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଭିଡିଓ କନଫରେନସିଙ୍ଗ ହଲ ଠାରେ ଅନୁଷ୍ଠିତ ସ୍ୱତନ୍ତ୍ର ସମାରୋହରେ ମାନ୍ୟବର ମନ୍ତ୍ରୀ କ୍ରୀଡା ଓ ଯୁବସେବା ବିଭାଗ ସୂର୍ଯ୍ୟବଂଶୀ ସୂରଜ ଖେଲୋ ଇଣ୍ଡିଆ ସେଣ୍ଟର କୁ ଆଭାସୀ ମାଧ୍ୟମରେ ଶୁଭ ଉନ୍ମୋଚନ କରିଥିଲେ । ସେ ଏହି ଅବସରରେ ଜିଲ୍ଲାର କ୍ରୀଡା ଓ କ୍ରୀଡ଼ାବିତଙ୍କ ନିମନ୍ତେ ଅଭିନନ୍ଦନ ବାର୍ତ୍ତା ପ୍ରଦାନ କରି ଏହି କେନ୍ଦ୍ର ଆଗାମୀ ଦିନରେ ଜିଲ୍ଲାର କ୍ରୀଡ଼ାବିତ ମାନଙ୍କୁ ଆବଶ୍ୟକ ଭିତ୍ତିଭୂମି ପ୍ରଦାନ କରି ଜିଲ୍ଲାର କ୍ରୀଡା କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବ ବୋଲି ସୂଚୀତ କରିଛନ୍ତି ।

ଅନୁଷ୍ଠିତ ଏହି ସ୍ୱତନ୍ତ୍ର ସମାରୋହରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଅତିରିକ୍ତ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଆଇ ପି ଇ ଓ ସତ୍ୟ ନାରାୟଣ ତ୍ରିପାଠୀ , କୋଚ , ଖେଳ ଶିକ୍ଷକ, ପ୍ରଧାନ ଶିକ୍ଷୟତ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କ୍ରୀଡା ଛାତ୍ର ଛାତ୍ରୀ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...