32.9 C
Balāngīr
Tuesday, May 13, 2025

କ୍ଲାସ ରୁମ୍‌ରୁ ଅହିରାଜ ସାପକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଲେ ସ୍ନେକ ହେଲ୍ପଲାଇନ ସଦସ୍ୟ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗଜପତି, (୦୧/୦୫) : ଆପ୍ର. : ଗଜପତି ଜିଲ୍ଲାର ରାୟଗଡ଼ ଏସ୍ଏସଡି ବିଦ୍ୟାଳୟ ଶ୍ରେଣୀଗୃହରୁ ଏକ ଅହିରାଜକୁ ଉଦ୍ଧାର କରାଯାଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି ।

ସୂଚନା ଅନୁସାରେ, ରାୟଗଡ଼ ଏସ୍ଏସଡି ବିଦ୍ୟାଳୟ ହତା ମଧ୍ୟରେ ଏକ ଅହିରାଜ ସାପ ବୁଲାବୁଲି କରୁଥିବାର ଦୃଶ୍ୟ ସ୍ଥାନୀୟ ଲୋକ ଦେଖିଥିଲେ । ସମସ୍ତ ଭୟଭୀତ ହୋଇ କେହି ସାପକୁ ମଧ୍ୟ ଧରୁନଥିଲେ । ଗତକାଲି ସନ୍ଧ୍ୟାରେ ବିଦ୍ୟାଳୟ ଶ୍ରେଣୀଗୃହ ମଧ୍ୟରେ ସାପ ପଶିଯାଇଥିଲା । ଏହି ସମୟରେ ସ୍ଥାନୀୟ ଲୋକେ ଶ୍ରେଣୀଗୃହର କବାଟ ଦେଇଥିଲେ । ପରେ ଗଞ୍ଜାମ ଜିଲ୍ଲା ଚିକିଟିରୁ ସ୍ନେକ ହେଲ୍ପଲାଇନର ସଦସ୍ୟଙ୍କୁ ଖବର ଦେଇଥିଲେ । ଖବର ପାଇ, ସ୍ନେକ ହେଲ୍ପଲାଇନ ସଦସ୍ୟ ଘଟଣାସ୍ଥଳରେ ପହଞ୍ଚି ବହୁ ଚେଷ୍ଟା ଓ ସମୟ ପରେ ସାପଟିକୁ ଉଦ୍ଧାର କରିଥିଲେ । ଅହିରାଜ ସାପଟି ୨୦ ଫୁଟ ଲମ୍ବାର । ଉଦ୍ଧାର ପରେ ସାପକୁ ଜଙ୍ଗଲରେ ଛାଡି ଦିଆଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...