32.9 C
Balāngīr
Tuesday, May 13, 2025

କ ନୂଆଗାଁ ରେ ପ୍ରବାଦ ପୁରୁଷ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବାଲିଗୁଡା, (୧୭/୪) : ଆପ୍ର. : ସାରା ଓଡିଶା ତଥା ଭାରତ ବର୍ଷରେ ପ୍ରବାଦ ପୁରୁଷ ତଥା ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ୨୮ ତମ ତିରୋଧାନ ଦିବସ କ ନୂଆଗାଁ ଠାରେ ପାଳିତ ହୋଇଛି lWhatsApp Image 2025 04 17 at 19.30.59 କ ନୂଆଗାଁ ରେ ପ୍ରବାଦ ପୁରୁଷ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ

କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ର କ. ନୂଆଗାଁ ଠାରେ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ବାଲିଗୁଡା ବିଧାୟକ ଚକ୍ରମଣି କହଁର ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l ପରେ ବିଜେଡି ର ବରିଷ୍ଟ କାର୍ଯ୍ୟକର୍ତ୍ତା ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଦଳୀୟ କର୍ମୀ ବିଜୁ ବାବୁ ଙ୍କ ସମ୍ପର୍କ ରେ ସ୍ମୃତି ଚାରଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ବିଜେଡି ବରିଷ୍ଠ ନେତା ସହଦେଵ ପାତ୍ର ବ୍ଲକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା, ବିଜେଡି ବ୍ଲକ ସଭାପତି ଭାଗ୍ୟବାନ ବେହେରା, ଜିଲ୍ଲା ପରିଷଦ ସଦସ୍ୟ ଅନିତା ମଳିକ ବ୍ଲକ ଉପାଧ୍ୟକ୍ଷ ଧବଳେଶ୍ୱରପାତ୍ର ସମେତ ଦଳୀୟ କର୍ମୀ ଉପସ୍ଥିତଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...