32.9 C
Balāngīr
Thursday, June 12, 2025

ଖଇରକାଠ ଜବତ କଲା ବନ ବିଭାଗ

Must read

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ ଖଇରକାଠ ଚାଲାଣ ହେଉଥିବା ବେଳେ ଗାଡିକୁ ଜବତ କରି ବନ ବିଭାଗକୁ ହନ୍ତାସ୍ତର କରିଛି ।

ସଇଁତଲା ବନ ବିଭାଗ ଅଧିକାରୀ ସାଗର ରାଜ ନାଏକଙ୍କ ସୂଚନା ମୁତାବକ, ଗତକାଲି ପୋଲିସ ଖଇରକାଠ ଜବତ କରିବା ପରେ ବନ ବିଭାଗକୁ ହସ୍ତାନ୍ତର କରିଥିଲା । ହସ୍ତାନ୍ତର କରିବା ପରେ ବନ ବିଭାଗ ତଦନ୍ତ ଜାରି ରଖିଛି । ଗାଡିକୁ ଜବତ କରି ବିପୁଳ ପରିମାଣରେ ଖଇରକାଠ ଜବତ କରିଥିବା ବେଳେ କାଠର ମୂଲ୍ୟ ୪୦ ହଜାରରୁ ଅଧିକ ହେବ ବୋଲି ଜଣାପଡ଼ିଛି । ତେବେ ଅଭିଯୁକ୍ତ ଫେରାର ମାରି ଥିବା ସୂଚନା ମିଳିଛି । ଗାଡି ମାଲିକ କିଏ ? କାଠ କେଉଁଠିକୁ ଚାଲାଣ ହେଉଥିଲା ତାହା ସବୁ ତଦନ୍ତ ଜାରି ରହିଥିବା ବନ ବିଭାଗ ଅଧିକାରୀ ଶ୍ରୀ ନାଏକ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...