32.9 C
Balāngīr
Saturday, April 26, 2025

ଖବର ପ୍ରକାଶ ପରେ ଡାଳିମ୍ବ ଦିଗାଳଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୨/୦୨) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କ ବୟସ ୯୧ ହୋଇଥିଲେ ମଧ୍ୟ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିଲେ ।

ବର୍ଦ୍ଧିତ ଭତ୍ତା ପାଇବା ପାଇଁ ଆବଶ୍ୟକୀୟ ପରିଚୟ ପତ୍ର ଦାଖଲ କରି ନ ପାରିବା ଯୋଗୁ ଅନୁମୋଦନ ପାଇଁ ଯାଇପାରି ନ ଥିଲା। ଏ ହି ଖବର ପ୍ରକାଶ ପାଇଥିଲା। ଓ ଏହା ପରେ ଡାଳିମ୍ବ ଦିଗାଲଙ୍କୁ ବର୍ଦ୍ଧିତ ଭାବେ ୩୫୦୦ଟଙ୍କା ଭତ୍ତା ପ୍ରଦାନ କରାଯାଇଛି । ଏ ନେଇ ବିଏସଏସଓ ରାମକୃଷ୍ଣ ବେହେରା କହିଛନ୍ତି, ତାଙ୍କର ଆବଶ୍ୟକୀୟ କାଗଜ ପତ୍ର ମିଳିବା ପରେ ପ୍ରାଥମିକତା ଭିତ୍ତି ରେ ଅନୁମୋଦନ କରାଯାଇ ଏକ ସପ୍ତାହ ମଧ୍ୟ ରେ ଭତ୍ତା ପ୍ରଦାନ କରାଯାଇଛି । ଯେଉଁମାନେ କୌଣସି କାରଣରୁ ଭତ୍ତା ସଂପର୍କୀତ ସମସ୍ୟା ରହିଛି ତାହାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...