ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।
ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ ଙ୍କ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟକ୍ରମ ତଦାରଖ ସହ ସମସ୍ତ ଅଧପନ୍ତରିଆ ଆବାସ ଯୋଜନା ଗୃହ ନିର୍ମାଣ କାର୍ଯ୍ୟ ଖୁବ୍ ଶୀଘ୍ର ସମ୍ପାଦନ କରିବା ନିର୍ଦ୍ଦେଶ ଦେଇଛନ୍ତି । ଟିଟିଲାଗଡ ପୌର ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ବିଭିନ୍ନ ଉନ୍ନତୀ ମୂଳକ କାର୍ଯ୍ୟ ର ତଦାରଖ ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିର୍ଦ୍ଦେଶ ଦେଇଛନ୍ତି ।