32.9 C
Balāngīr
Friday, June 13, 2025

ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ପରିଚାଳନା କମିଟି ଗଠନରେ ଅସନ୍ତୋଷ ହୋଇ ପୁରୁଷୋତ୍ତମପୁର ବ୍ଲକର ୧୨ ଗୋଟି ପଞ୍ଚାୟତ ର ସରପଞ୍ଚ, ସମିତି ସଭ୍ୟ, ସଭ୍ୟାଙ୍କ ବୈଠକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୦୪/୦୫) : ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ବ୍ଲକର ୧୫ ଗୋଟି ପଞ୍ଚାୟତ ମଧ୍ୟରୁ ୧୨ ଗୋଟି ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ମାନେ ଶୁଣିବାକୁ ପାଇଲେ ଯେ ନିର୍ବାଚନ ମଣ୍ଡଳୀ ପରିଚାଳନା ପାଇଁ ୧୫ ଜଣିଆ କମିଟି ଗଠନ କରା ଯାଇଛି, ଯେଉଁ କମିଟିର ଅଧ୍ୟକ୍ଷ ସାକେତ ରାମା ରାଓ ଓ ବ୍ରହ୍ମପୁର ବିଜେଡି ସାଂସଦ ଚନ୍ଦ୍ର ଶେଖର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କରା ଯାଇଛି ।WhatsApp Image 2024 05 04 at 21.23.59 ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ପରିଚାଳନା କମିଟି ଗଠନରେ ଅସନ୍ତୋଷ ହୋଇ ପୁରୁଷୋତ୍ତମପୁର ବ୍ଲକର ୧୨ ଗୋଟି ପଞ୍ଚାୟତ ର ସରପଞ୍ଚ, ସମିତି ସଭ୍ୟ, ସଭ୍ୟାଙ୍କ ବୈଠକ

ଏହି ଘଟଣା ଶୁଣିଲା ପରେ ଏବଂ କମିଟି ଗଠନରେ ଅଣ ଦେଖା କରା ଯାଇଥିବାରୁ ୧୨ ଗୋଟି ପଞ୍ଚାୟତ ର ସରପଞ୍ଚ, ସମିତିସଭ୍ୟ, ସଭ୍ୟା ମାନେ ଏକତ୍ରିତ ହୋଇ ତାରା ତାରିଣୀ ମନ୍ଦିର ତଳ ନିରୁପମା ହୋଟେଲ ରେ ଏକ ଜରୁରୀ ବୈଠକ କରିଥିଲେ । ସେମାନଙ୍କ କହିବା କଥା ପୁରୁଷୋତ୍ତମପୁର ବ୍ଲକର ସମସ୍ତ ଜନପ୍ରତିନିଧି ମାନଙ୍କୁ କଣ ଠେସା କରି ଏହି କମିଟି ଗଠନ କରାଯାଇଛି । ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ, ଓ ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜ ଏହାଉପରେ ଗୁରୁତ୍ୱ ଦେଇ ଏହାର ପୁର୍ନବି ଚାର କରିବାକୁ ଅନୁରୋଧ କରି ଛନ୍ତି । ଏହା ସହ ଖଲ୍ଲିକୋଟ ବିଧା ୟିକା ପାର୍ଥୀ ସୂର୍ଯ୍ୟ ମଣୀ ବୈଦ୍ୟଙ୍କୁ ହିଁ ଏହାର ଦାୟିତ୍ୱ ଦିଅନ୍ତୁ ଆମେ ସମସ୍ତ ଜନ ପ୍ରତିନିଧି ତାଙ୍କ ସହ ରହି କାମ କରିବୁ । ଯଦି ଏହା ନହୁଏ ତେବେ ସମସ୍ତେ ପୁଣି କିଛି ପରବର୍ତ୍ତୀ କାର୍ଯ୍ୟ ପନ୍ଥା ଗ୍ରହଣ କରିବୁ ବୋଲି ବୈଠକ ରେ କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...