32.9 C
Balāngīr
Wednesday, April 30, 2025

ଖାଦ୍ୟ ପରମ୍ପରା ହେଉଛି ଆମ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ 

Must read

ସୁବର୍ଣ୍ଣପୁର, (୧୩/୦୪) : ଆ.ପ୍ର. : ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତି ର ଅବିଚ୍ଛେଦ୍ୟ ଅଂଶ l ଏହି ପରମ୍ପରା କୁ ବଜାୟ ରଖିବା ପାଇଁ ପାରମ୍ପରିକ ଖାଦ୍ୟ ପାଳନ ଅଭିଯାନ ଆଜି ସୁବର୍ଣ୍ଣପୁର ପୌର ପରିଷଦ ଠାରେ ମହା ସମାରୋହରେ ପାଳିତ ହୋଇଛି lWhatsApp Image 2025 04 13 at 22.18.46 2 ଖାଦ୍ୟ ପରମ୍ପରା ହେଉଛି ଆମ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ 

ରାଜ୍ୟ ସରକାର ଙ୍କ ପଞ୍ଚାୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଅବସର ରେ ଆୟୋଜିତ ଏହି ପାରମ୍ପରିକ ଖାଦ୍ୟ ପାଳନ ଅଭିଯାନ ଆମ ରୂଚି ଆମ ଖାଦ୍ୟ ପାଳନ କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ, ଉପଜିଲ୍ଲାପାଳ ଡ. ସୌମ୍ୟା ରୁପା ରଥ ଅତିଥି ଭାବରେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ l ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ସ୍ୱଚ୍ଛ ଭାରତ ସଂଗଠନଙ୍କ ସମେତ ସହର ର ସମସ୍ତ ମିଡ଼ିଆ ଓ ବୁଦ୍ଧିଜୀବୀ , ପ୍ରଶାସନିକ ଅଧିକାରୀ କର୍ମଚାରୀ ଉପସ୍ଥିତ ରହି ସ୍ଵଂୟ ସହାୟିକା ଗୋଷ୍ଠୀ ମହିଳାଙ୍କ ପ୍ରସ୍ତୁତି ସୁ ସ୍ବାଦୁ ଖାଦ୍ୟର ସ୍ଵାଦ ପରଖି ଥିଲେ lWhatsApp Image 2025 04 13 at 22.18.46 ଖାଦ୍ୟ ପରମ୍ପରା ହେଉଛି ଆମ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ 

ସତ୍ୟସାଇ ମହିଳା ଗୋଷ୍ଠୀ ନୂଆପଡ଼ା, ଜୟ ମା ବନ ଦୁର୍ଗା ସ୍ପିନିଂ ମିଲ ଡି କଲୋନୀ ମହିଳା ଗୋଷ୍ଠୀ, ନରସିଂହ ବାବା ଗ୍ରୁପ୍ ମହିଳା, ଶୁଭ ଲକ୍ଷ୍ମୀ ଗ୍ରୁପ ମହିଳା ତରିଆ ପଡ଼ା, ମା ମଙ୍ଗଳା ଓ ଜୟ ଜଗନ୍ନାଥ ଗୋଷ୍ଠୀ ମହିଳା ମଝି ପଡ଼ା, ସମ୍ପୂର୍ଣ୍ଣl ଗ୍ରୁପ ମହିଳା ଶାନ୍ତି ନଗର, ଗଙ୍ଗା ଯମୁନା ଗୋଷ୍ଠୀ ଖଦାଳ ପଡ଼ା ପ୍ରମୁଖ ସମସ୍ତ ମହିଳା ମାନେ ପାରମ୍ପାରିକ ସୁ ସ୍ଵlଦୁ ଖାଦ୍ୟ ଚାଉଳ ପୋଡ ପିଠା, ଆରିସା ପିତା, ଚକୁଳି, ସିଝା ମଣ୍ଡା, ମୁଗ, ଚାଉଳ, ସୁଜି ମଣ୍ଡା, ଇଟିଲି, ଗଇଁଠା ପିଠା, ମୁଗ ବରା, ଫେଣି, କାକରା, ଦୁଦୁରା, ମାଣ୍ଡିଆ ପିଠା, କରୁଟ, ଚାଉଳ ବରା ପ୍ରଭୁତିର ଖାଦ୍ୟ ପ୍ରସ୍ତୁତ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...