32.9 C
Balāngīr
Tuesday, July 15, 2025

ଖାରଡ଼ା ବି ଏମ ହାଇସ୍କୁଲ ବାର୍ଷିକ ଉତ୍ସବ

Must read

କାଶୀନଗର, (୨୯/୦୩) : ଆ.ପ୍ର. : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡ଼ା ଗ୍ରାମର ଶ୍ରୀ ବି. ଏମ. ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି lWhatsApp Image 2025 03 29 at 10.56.22 ଖାରଡ଼ା ବି ଏମ ହାଇସ୍କୁଲ ବାର୍ଷିକ ଉତ୍ସବ

ଏହି ଉତ୍ସବରେ ମାନ୍ୟବର ପାରଳା ବିଧାୟକ ଶ୍ରୀ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ l ଏଥିରେ ବିଧାୟକ କ୍ରୀଡା ପ୍ରତିଯୋଗିତାରେ ବିଜୟୀ ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l ଏହି କ୍ରୀଡା ଉତ୍ସବରେ ବିଧାୟକ ସହ ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, ଜିଲ୍ଲା ମୁଖ୍ୟ ଶିକ୍ଷା ଅଧିକାରୀ ଡ଼ଃ ମାୟାଧର ସାହୁ,କାଶୀନଗର ବ୍ଲକ ଅଧକ୍ଷା ଵାଲା ସାଇଆମ୍ମା,ବ୍ଲକ ଉପାଦକ୍ଷା ଏସ. କଲ୍ୟାଣୀ,ବ୍ଲକ ବିଡ଼ିଓ ଦମ୍ବୁରୁଧର ମଲ୍ଲିକ, ତହସିଲଦାର ସୁଧୀର କୁମାର ନନ୍ଦା,ଖାରଡ଼ା ସରପଞ୍ଚ ଅଖିଳ ପାତ୍ର ଏବଂ ଆନ୍ୟନ୍ୟ ସମିତି ପ୍ରମୁଖ ଯୋଗଦେଇଥିଲେ lWhatsApp Image 2025 03 29 at 10.56.23 ଖାରଡ଼ା ବି ଏମ ହାଇସ୍କୁଲ ବାର୍ଷିକ ଉତ୍ସବ

- Advertisement -spot_img

More articles

- Advertisement -spot_img

Latest article

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...