32.9 C
Balāngīr
Tuesday, May 13, 2025

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ

ଏନେଇ ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି । ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଥାଉକି ଆସନ୍ତା ୨୨ ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରିଣ୍ଟ ସହିତ ଲାମିନେସନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାପରେ ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଧାରିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାସନ କାର୍ଡ ବଣ୍ଟନ କରାଯିବ । ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ଯୋଗାଇ ଦେବାକୁ ପଦକ୍ଷେପ ଗ୍ରହଣ କରୁଛନ୍ତି । e-KYC ମାଧ୍ୟମରେ ରାଜ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯିବା ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ ହେଉଛି । ରାସନ କାର୍ଡ ପ୍ରସ୍ତୁତ କାର୍ଯ୍ୟ ଶେଷ ହେବା ପରେ ଖୁବ୍‌ଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ କାର୍ଡ ବଣ୍ଟାଯିବ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...