32.9 C
Balāngīr
Saturday, April 26, 2025

ଖୋର୍ଦ୍ଧାରେ ଭୟଙ୍କର ବିସ୍ପୋରଣ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଖୋର୍ଦ୍ଧା, (୨୮/୦୨) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା କୁମାରବସ୍ତ‌ ଅଞ୍ଚଳର ମଙ୍ଗରାଜ ସାହିରେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି ।

ଉକ୍ତ ଅଞ୍ଚଳର ତାପସ ମଙ୍ଗରାଜଙ୍କ ଘରେ ବିସ୍ଫୋରଣ ଘଟି ଏହି ଅଘଟଣ ଘଟିଛି । ଏଥିରେ ୨ ଜଣ ଗୁରୁତରଙ୍କୁ ଭୁବନେଶ୍ୱରର ଆମ୍ରି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଜଣେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା ଅଛନ୍ତି । ତେବେ ବାଣ କି ବୋମା ବିସ୍ଫୋରଣ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...