32.9 C
Balāngīr
Friday, April 25, 2025

ଖୋଲିଲା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ବୁଲିଲେ ସର୍ବସାଧାରଣ ଲୋକେ ଓ ଛାତ୍ରଛାତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୧/୦୧) : ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଗତ ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟମାନେ ଯୋଗଦେବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇଥିଲେ । ଏହି ପ୍ରଦର୍ଶନୀରେ ଭାରତର କଳା ସଂସ୍କୃତି ସମେତ ଓଡ଼ିଶାର ଭାସ୍କର୍ଯ୍ୟର ପ୍ରଦର୍ଶିତ କରାଯାଇଥିଲା । ସେଥିପାଇଁ ଆଜିଠୁ ସର୍ବସାଧାରଣଙ୍କ ପାଇଁ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ସକାଳ ୧୦ଟାରୁ ଖୋଲାଯାଇଛି । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣ ଓ ଛାତ୍ରଛାତ୍ରୀମାନେପ୍ରଦର୍ଶନୀକୁ ବୁଲି ଦେଖିପାରିବ । ଏହି ପ୍ରବାସୀ ମେଳାରେ ୨୪ଟି ଦେଶର ୨୭ ଜଣଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି ପ୍ରଦର୍ଶନୀରେ ଅନେକ ଶିକ୍ଷଣୀୟ ବିଷୟବସ୍ତୁ ମଧ୍ୟ ପ୍ରଦର୍ଶିତ କରାଯାଇଥିଲା ।

 

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...