32.9 C
Balāngīr
Wednesday, April 30, 2025

ଗଛ ମୂଳରେ ଚାଲିଛି ଶିକ୍ଷା ଦାନ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଫୁଲବାଣୀ, (୧୨/୦୧) : କନ୍ଧମାଳ ଜିଲ୍ଲାର ଦୁର୍ଗମ ତଥା ମାଓ ପ୍ରବଣ ଅଞ୍ଚଳ କୋଟଗଡ଼ ବ୍ଲକର ରାଣୀପଙ୍ଗା ପଞ୍ଚାୟତର ସୀମାନ୍ତରେ ରହିଛି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋହିଗୁଡା ଜଙ୍ଗଲ ।

ଏହି ବିଦ୍ୟାଳୟ ଜଙ୍ଗଲ, ପାହାଡ଼, ପର୍ବତ ଘେରରେ ଅବସ୍ଥିତ । ବିଦ୍ୟାଳୟଟି ୧୯୯୧ ମସିହାରେ ସ୍ଥାପିତ । ଏତେ ପୁରୁଣା ବିଦ୍ୟାଳୟ ହେଲେ ବହୁ ସମସ୍ୟା ମଧ୍ୟରେ ଗତି କରୁଛି । ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୫ ଜଣ ଛାତ୍ର ଛାତ୍ରୀ ଶିକ୍ଷା ଅଧ୍ୟୟନ କରନ୍ତି । ସେଠାରେ ସମୁଦାୟ ୨ ଜଣ ଶିକ୍ଷକ ନିୟୋଜିତ ହୋଇଛନ୍ତି । ତେବେ ମାତ୍ର ଗୋଟିଏ ଶ୍ରେଣୀ ଗୃହ ଥିବାରୁ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ବାରଣ୍ଡା ଓ ଗଛମୂଳେ ବସି ପାଠ ପଢୁଛନ୍ତି । ସମସ୍ୟା ବିଷୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଓ ଅଭିଭାବକ ମାନେ ବାରମ୍ବାର ଲିଖିତ ଆକାରେ କୋଟଗଡ଼ ବିଇଓଙ୍କୁ ଲିଖିତ ଆକାରରେ ଦେବା ପରେ ମଧ୍ୟ କୌଣସି ସୁଫଳ ମିଳିନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...