32.9 C
Balāngīr
Wednesday, April 23, 2025

ଗଞ୍ଜେଇ ଚାଲାଣ ବେଳେ ପୁଲିସ ହାବୁଡ଼ରେ ହୋମଗାର୍ଡ; ୨ଗିରଫ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୧/୦୩) : ସ୍କୁଟିରେ ଗଞ୍ଜେଇ ନେଇ ଯାଉଥିବା ସମୟରେ ପୁଲିସ ହାବୁଡ଼ରେ ପୁଲିସ ହୋମଗାର୍ଡ ସହ ଆଉ ଜଣେ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଛି ବିନିକା ପୁଲିସ lWhatsApp Image 2025 03 12 at 10.18.51 ଗଞ୍ଜେଇ ଚାଲାଣ ବେଳେ ପୁଲିସ ହାବୁଡ଼ରେ ହୋମଗାର୍ଡ; ୨ଗିରଫ

ସୁବର୍ଣ୍ଣପୂର ଜିଲ୍ଲା ବିନିକା ପୁଲିସ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଏକ ସ୍କୁଟିରେ ଦୁଇଜଣ ଯୁବକ ଯାଉଥିବା ସମୟରେ ପାପକ୍ଷୟ ରାସ୍ତାର ବିଦ୍ୟୁତ ଗ୍ରିଡ ନିକଟରେ ଅଟକାଇଥିଲେ l ପୁଲିସ ସ୍କୁଟି ଅଟକାଇବା ପରେ ସ୍କୁଟିରୁ ୭ କେଜି୬୫୦ ଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଦୁଇଜଣ ଯୁବକକୁ ଗିରଫ କରିଥିଲା l ଜଣେ ବ୍ୟକ୍ତି ସୁବର୍ଣ୍ଣପୁର ଥାନା ଧଉରାଖମନ୍ ଗ୍ରାମର ନିତ୍ୟାନନ୍ଦ ସାଣ୍ଡ ହୋଇଥିବା ବେଳେ ଅନ୍ୟ ବ୍ୟକ୍ତି ଜଣକ ହେଉଛନ୍ତି ପ୍ରଶାନ୍ତ ସାଣ୍ଢ ସୋନପୁର ପୁଲିସ ରେ ହୋମଗାର୍ଡ ଭାବରେ କାମ କରୁଛନ୍ତି l ପୁଲିସ ହୋମଗାର୍ଡ ପ୍ରଶାନ୍ତ ଶାଣ୍ଢ ଓ ନିତ୍ୟାନନ୍ଦ ସାଣ୍ଡ OD-31G-6723 ଏକ୍ଟିଭା ସ୍କୁଟିରେ ଜଗନ୍ନାଥ ରୋଡ଼ ଦେଈ ବିନିକା ପଟକୁ ଆସୁଥିଲେ l ବିନିକା ଥାନାରେ କେସ ନମ୍ୱର ୩୮/୨୦୨୫ରେ ଏକ ମାମଲା ରୁଜୁ କରି ପୁଲିସ ଦୁଇ ଜଣ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଛି l

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...