32.9 C
Balāngīr
Tuesday, May 13, 2025

ଗଡ଼ ମଧୁପୁର ରେଳ ଷ୍ଟେସନ ନିକଟରେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୩ ବର୍ଷର ଝିଅ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାଜପୁର, (୨୮/୦୩) : ଆପ୍ର. : ଯାଜପୁର ଜିଲ୍ଲା ଗଡ଼ମଧୁପୁର ରେଳ ଷ୍ଟେସନ ନିକଟରେ ଘଟିଛି ଅଘଟଣ । ଆଜି ସକାଳେ ଓଡ଼ିଶାର ଯାଜପୁର ଜିଲ୍ଲାର ଗଡ଼ ମଧୁପୁର ରେଳ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ତିନି ବର୍ଷର ଝିଅକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି ।

ଏହି ଦୁର୍ଘଟଣାରେ ବାପା ମୃତ, ୩ବର୍ଷର ଝିଅ ଗୁରୁତର । ମୃତ ବ୍ୟକ୍ତି ଜଣକ ଯାଜପୁର ଜିଲ୍ଲାର ପୁରୁଣା ବଉଳାମାଳା ପଞ୍ଚାୟତ ଅନ୍ତର୍ଗତ ଠାକୁରା ଗ୍ରାମର ଅମୀୟ ବେହେରା ବୋଲି ଚିହ୍ନଟ ହୋଇଛି। ଗୁରୁତର ଆହତ ଝିଅଟି ତାଙ୍କ ଝିଅ ବୋଲି ଜଣା ପଡିଛି । ସୂଚନା ଅନୁଯାୟୀ, ଅମୀୟ ବେହେରା ଏବଂ ତାଙ୍କ ୩ ବର୍ଷର ଝିଅକୁ ଗଢ଼ ମଧୁପୁରର ରେଳ ଷ୍ଟେସନ ପରିସରରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଧର୍ମଶାଳା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ଅମିୟଙ୍କୁ ମୃତ ଘୋଷଣା କରିଥିଲେ। ଡାକ୍ତରଖାନାରେ ଛୋଟ ଝିଅଟିର ଚିକିତ୍ସା ଚାଲିଛି । ବାପା-ଝିଅଙ୍କ ଅବସ୍ଥା କୌଣସି ଦୁର୍ଘଟଣା ଯୋଗୁଁ ହୋଇଛି ନା ସେମାନେ କୌଣସି ଅପରାଧର ଶିକାର ହୋଇଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୋଲିସର ଘଟଣାର ତଦନ୍ତ ଚଳାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...