32.9 C
Balāngīr
Wednesday, April 23, 2025

ଗର୍ଭବତୀ ମହିଳାଙ୍କୁ ଆଣିବା ପାଇଁ ଯାଉଥିବା ବେଳେ ଓଲଟିଲା ଆମ୍ବୁଲାନ୍ସ

Must read

କେନ୍ଦୁଝର, (୧୦/୦୪) : ଆପ୍ର. : ବୁଧବାର ପୂର୍ବାହ୍ନରେ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଧାନବେଣୀ କପୁଣ୍ଡି ରାସ୍ତାର କପୁଣ୍ଡି ପଇଦା ବନ୍ଧ ନିକଟରେ ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଥିଲା।

ସୂଚନା ଅନୁଯାୟୀ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୁ ଜଣେ ଗର୍ଭବତୀ ମହିଳାଙ୍କୁ ଆଣିବା ପାଇଁ ଯାଉଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ରେକଟା ବେଡ଼ା ଗ୍ରାମର ଡ୍ରାଇଭର ଦୟାନିଧି ମହାନ୍ତ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପାଟଣା ପୋଲିସ ଏସ୍‌ଆଇ ଲକ୍ଷ୍ମଣ ମାଝୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଆମ୍ବୁଲାନ୍ସ ଡ୍ରାଇଭର ଅତ୍ୟଧିକ ମଦ୍ୟପାନ କରି ଦୁର୍ଘଟଣା ଘଟାଇଥିବା ପୋଲିସ କହିଛି।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...