32.9 C
Balāngīr
Thursday, July 10, 2025

ଗାଧୋଇବାବେଳେ ଭାସିଗଲେ ୩ ପର୍ଯ୍ୟଟକ: ଜଣେ ମୃତ; ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

Must read

ଜଳେଶ୍ୱର, (୧୮/୦୬) : ଆପ୍ର. : ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ । ଜଣେ ମୃତ, ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ଓ ଅନ୍ୟ ଜଣେ ନିଖୋଜ ଅଛନ୍ତି ।

ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଗାଧୋଇବା ବେଳେ ଏହି ଅଘଟଣ ଘଟିଛି । ସୂଚନା ଅନୁସାରେ ସମୁଦ୍ରରେ ଗାଧୋଇବା ବେଳେ ୩ଜଣ ପର୍ଯ୍ୟଟକ ବୁଡିଯାଇଥିଲେ । ଖବର ପାଇ ପ୍ରଶାସନ ପକ୍ଷରୁ ପର୍ଯ୍ଯଟକ ମାନଙ୍କୁ ଉଦ୍ଧାର କରିବା ପାଂଇ ସ୍ପିଡ ବୋଟ ପଠାଯାଇ ଥିଲା । ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଛି ।

ସେଥି ମଧ୍ୟରୁ ଜଣେ ପର୍ଯ୍ୟଟକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଥିଲାବେଳେ ଅନ୍ୟ ଜଣକୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ସେହିପରି ନିଖୋଜ ପର୍ଯ୍ୟଟକଙ୍କର ପତ୍ତା ମିଳୁନଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉକ୍ତ ଯୁବକମାନେ ପଶ୍ଚିମବଙ୍ଗ ବାରସାତ ଅଞ୍ଚଳର ବୋଲି ଜଣାପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...