32.9 C
Balāngīr
Tuesday, May 20, 2025

ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ଉପଦ୍ରବ: କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରାଇକିଆ, (୦୩/୦୫) : ଆପ୍ର. : କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ରାଇକିଆ ବ୍ଲକର ଇନ୍ଦ୍ରଗଡ଼ ପଞ୍ଚାୟତର ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରି ୪ ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ ଗଛ ଆଦି ଭାଙ୍ଗି ନଷ୍ଟ କରି ଦେଇଥିଲେ ।

ଏ ନେଇ ରାଇକିଆ ବ୍ଲକ ପ୍ରଶାସନ ପକ୍ଷରୁ ରୁରାଲ ହାଉସିଂ ବିପିଏମ୍‌ କମଲ ନାୟକ, ପିଇଓ ବସନ୍ତ ପଣ୍ଡା ଉକ୍ତ ଗ୍ରାମରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଛନ୍ତି । ଓ କ୍ଷତିଗ୍ରସ୍ତଙ୍କୁ ଭେଟିବା ସହ ସେମାନଙ୍କୁ ପ୍ରାଥମିକତା ଭିତ୍ତିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ଅନ୍ତୋଦୟ ଯୋଜନାରେ ସାମିଲ କରାଯିବା ପାଇଁ ସର୍ଭେ କରଯାଇଥିଲା । ବୋଲି ସୂଚନା ମିଳିଛି । ଏପରି କି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରାଥମିକ ରିପୋର୍ଟ ପ୍ରସ୍ତୁତ ମଧ୍ୟ କରଯାଇଥିଲ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...