32.9 C
Balāngīr
Friday, June 13, 2025

ଗାନ୍ଧୀ ଜୟନ୍ତୀ ଅବସର ରେ ସାମୁହିକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ରିପୋର୍ଟ : ସୁଶାନ୍ତ ବେହେରା
ହରଭଙ୍ଗା,(୦୩/୧୦) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅଫିସ ପରିସରରେ ଆଜି ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସର ରେ ସାମୁହିକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

ଗାନ୍ଧୀ ଜୟନ୍ତୀ ଅବସର ରେ ଉକ୍ତ କାର୍ଯ୍ୟକ୍ରମ ରେ ହରଭଙ୍ଗା BDO ସୁବାସ ଯାନୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ | ସମ୍ମାନନୀୟ ଅତିଥି ଭାବେ ବ୍ଲକ ର ସହକାରୀ ଯନ୍ତ୍ରୀ ଅର୍ଜୁନ ଗଡ଼ନାୟକ ଏବଂ ବ୍ଲକ ର ଆକାଉଣ୍ଟ ର ଦଖିଲ ବେହେରା ଯୋଗଦେଇଥିଲେ | ଉକ୍ତ କାର୍ଯ୍ୟକ୍ରମ କୁ ବ୍ଲକ ସଂଯୋଜକ ବାସୁଦେବ ପୁସେଠ୍ ଅଧ୍ୟକ୍ଷତା କରିଥିଲେ |

ବ୍ଲକ ପରିସର ସଫେଇ ସହିତ ହରଭଙ୍ଗା ବ୍ଲକ ରାମଗଡ ପଞ୍ଚାୟତ ର ସରପଞ୍ଚ ଶ୍ରୀ ନରେଶ କୁମାର ସେଠି ଓ କୁସଙ୍ଗ ପଞ୍ଚାୟତ ର ସରପଞ୍ଚ ପୁଷ୍ପାଞ୍ଜଳି ଦେହୁରୀଙ୍କ ଙ୍କ ଅଧ୍ୟକ୍ଷତାରେ ନିଜ ନିଜ ପଞ୍ଚାୟତ ରେ ମହିଳା ସ୍ୱୟଂ ସହାୟତା ଗୋଷ୍ଠୀ ଦ୍ୱାରା ସାମୁହିକ ସଫେଇ କାର୍ଯ୍ୟକ୍ରମ ହୋଇଥିଲା |

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...