32.9 C
Balāngīr
Sunday, July 13, 2025

ଗିଜର୍ ସଜାଡ଼ିବାବେଳେ ଚାଲିଗଲା ପ୍ରାଣ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ଵର, (୨୪/୦୧) : ବାଥରୁମରେ ଲାଗିଥିବା ଗିଜର୍ ନେଲା ଜୀବନ । ଖରାପ ଗିଜର୍ ମେସିନକୁ ସଜାଡ଼ିବା ବେଳେ ଜଣେ ମିସ୍ତ୍ରୀଙ୍କର ମୃତ୍ୟୁ ହୋଇଛି ।

ଏଭଳି ଏକ ଦୁଃଖଦ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅଞ୍ଚଳରେ । ଅରଡ ବଜାର ୩୧ନଂ ୱାର୍ଡରେ ଜଣଙ୍କ ଘରେ ଗିଜର୍ ସଜାଡ଼ିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଖବର ଲେଖା ଯିବା ବେଳକୁ ମୃତକଙ୍କ ପରିଚୟ ମିଳି ପାରି ନାହିଁ । ମୃତ ଯୁବକ ହେଲେ ଅଚ୍ୟୁତ ବେହେରା । ମିଳିଥିବା ପ୍ରାଥମିକ ସୂଚନା ଅନୁସାରେ ସିଂଲା ଥାନା ଅନ୍ତର୍ଗତ ସାର୍ଥା ଅଞ୍ଚଳର ଯୁବକ ଅଚ୍ୟୁତ ବେହେରା ଗିଜର୍ ସଜାଡ଼ିବାକୁ ଅରଡ଼ବଜାର ନିକଟ ହରିପରୁ ଗ୍ରାମକୁ ଯାଇଥିଲେ । ସେ ଜଣକ ଘରେ ଗିଜର୍ ସଜାଡୁଥିବା ବେଳେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ । ଉକ୍ତ ପରିବାର ଲୋକ ତୁରନ୍ତ ବିଦ୍ୟୁତ ବିଭାଗକୁ ଖବର ଦେଇଥିଲେ । ବିଦ୍ୟୁତ ବିଭାଗ କର୍ମଚାରୀ ତାଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲା । ମାତ୍ର ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...