32.9 C
Balāngīr
Tuesday, July 15, 2025

ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉଲ୍ଲାସ ପରୀକ୍ଷା

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ମୁରିବାହାଲ ତା ୨୩/୦୩ (ଆପ୍ର): ମୁରିବାହାଲ ବ୍ଲକର ସମସ୍ତ ସରକାରି ଶିକ୍ଷା ଅନୁଷ୍ଠାନ ମାନଙ୍କରେ ଭାରତ ସରକାରଙ୍କ ଉଲ୍ଲାସ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି |

ଉକ୍ତ କାର୍ଯ୍ୟକ୍ରମ ରେ ୧୫ ବର୍ଷ ବୟସ ରୁ ଉର୍ଦ୍ଧ ପୁରୁଷ ଓ ମହିଳା ଯେଉଁ ମାନେ ସ୍ୱାକ୍ଷର ନାହାନ୍ତି ସେମାନେ ନିଜ ନିଜ ସାହି ରେ ଥିବା ବିଦ୍ୟାଳୟ ମାନଙ୍କରେ ପରୀକ୍ଷା ଦେଇଥିଲେ। ଉକ୍ତ କାର୍ଯ୍ୟ କ୍ରମରେ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ସୁଧୀର କୁମାର ନାଗ ନିଜ କ୍ଲଷ୍ଟର ସମସ୍ତ ବିଦ୍ୟାଳୟ ପରିଦର୍ଶନ କରିଥିବାବେଳେ ଏହି ଅବସରରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଞ୍ଚିତରା ପରିଦର୍ଶନ କରିଥିଲେ | ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ମହାନ୍ତି ଉପସ୍ଥିତ ଥିଲେ | ମୁରିବାହାଲ ବିଇଓ ଶାନ୍ତନୁ କୁମାର ପଢିଆରି ଉକ୍ତ ଉଲ୍ଲାସ କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ମାନଙ୍କୁ ପରିଦର୍ଶନ କରିଥିଲେ | ପରୀକ୍ଷା ନିରୀକ୍ଷକ ଭାବେ ଶିକ୍ଷକ ନୀଳମଣି ଦୀପ ଥିବାବେଳେ ଶିକ୍ଷୟିତ୍ରୀ ସରୋଜିନୀ ମିଶ୍ର ସହଯୋଗ କରିଥିଲେ |

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...