32.9 C
Balāngīr
Wednesday, April 30, 2025

ଗୁଡ଼ାରୀ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୬/୧୨) : ଆଜି ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ନିର୍ଦେଶରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଗୁଡ଼ାରୀ ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l

ଏହି ଶିବିରରେ ଜିଲ୍ଲାମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରାୟଗଡ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରକ୍ତ ଆରୋକ୍ଷୀ ଅଧିକ୍ଷକ ବିଷ୍ଣୁପ୍ରସାଦ ପlତ୍ର,ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପଂଚାୟତ ସମିତି ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗଦାନ କରି ଅଭିଯୋଗ ମାନ ଶୁଣାଣି କରିଥିଲେ l ଅନ୍ୟାନ୍ୟ ଜିଲ୍ଲାସ୍ଥରୀୟ ଅଧିକାରୀ ମାନେ ଯୋଗଦେଇଥିଲେ l ଏହି ଅଭିଯୋଗ ଶିବିରରେ ମୋଟ ୩୭ଟି ଅଭିଯୋଗ ଆସିଥିଲା l ସେଥିରୁ ୩୦ଗୋଟି ବ୍ୟକ୍ତିଗତ ହୋଇଥିବାବେଳେ ୭ଗୋଟି ସାମୁହିକ ଅଭିଯୋଗ ଆସିଥିଲl l ଅଭିଯୋଗ ଗୁଡ଼ିକ ପାଇଲା ପରେ ସମ୍ପୃକ୍ତ ବିଭାଗକୁ ସମାଧାନ କରିବାକୁ ହସ୍ତାନ୍ତର କରାଯିବ l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...