32.9 C
Balāngīr
Sunday, July 20, 2025

ଗୁଣପୁର ବ୍ଲକ ଶିରିଝୋଳି ପଞ୍ଚାୟତ ଠାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୧୪/୮) : ଆଜି ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ଅନ୍ତର୍ଗତ ଶିରିଝୋଳି ପଞ୍ଚାୟତ ଠାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଞ୍ଜଳୀ ପ୍ରଧାନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ତହସିଲଦାର, ସ୍ଥାନୀୟ ସରପଞ୍ଚ, କୃଷି ବିଭାଗ ଅଧିକାରୀ , ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ , ଉଦ୍ୟାନ ଵିଭାଗ ଅଧିକାରୀ, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୨୭ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ବିଶେଷ କରି ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା, ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ଅଭିଯୋଗ ହୋଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ କହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...