32.9 C
Balāngīr
Tuesday, May 20, 2025

ଗୋରୁ ବୋଝେଇ ଗାଡ଼ି ଜବତ, ଦୁଇ ଗିରଫ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୮/୧୨) : ବାହାର ରାଜ୍ୟକୁ ଗୋରୁ ଚାଲାଣ ବେଳେ ଗୋରୁ ବୋଝେଇ ଗାଡ଼ି ଜବତ । ବାଲେଶ୍ୱର ଜିଲ୍ଲା ସୋର ବାରିକପୁର ହାଟରେ ଗୋରୁ ଚାଲାଣ ବେଳେ ଗୋରୁ ଗାଡି ଜବତ କରିବା ସହ ଅନେକ ଗୋରୁଙ୍କୁ ଉଦ୍ଧାର କରିଛି ପୁଲିସ ।

ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଗୋଟିଏ ମିନି ଟ୍ରକ୍ ଜବତ ହୋଇଛି । ଉଦ୍ଧାର ଗୋରୁଙ୍କୁ ସୋର ଗୋଶାଳାରେ ଛଡ଼ାଯାଇଛି । ଗୋ ମାଫିଆ ମାନେ ଅତି ନିର୍ମମ ଭାବେ ଗୋରୁଙ୍କୁ କଣ୍ଟେନରରେ ବାହାର ରାଜ୍ୟକୁ ଚାଲାଣ କରୁଥିଲେ । ଏ ନେଇ ଖବର ପାଇବା ପରେ ସୋର ପୁଲିସ ଚଢ଼ାଉ କରିଥିଲା । ବାଲେଶ୍ୱରରେ ସବୁବେଳେ ଗୋ- ମାଫିଆମାନେ ସକ୍ରିୟ ରହିବା ସହ ବର୍ଷ ସାରା ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ କରୁଛନ୍ତି । ସବୁ ଜାଣି ବି ପୁଲିସ୍‌ ଚୁପ୍‌ ବସି ରହୁଛି । ଫଳରେ ପୁଲିସ୍‌ର ଭୂମିକା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହେଉଛି ।

 

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...