32.9 C
Balāngīr
Wednesday, April 30, 2025

ଗୋଷ୍ଟୀ ଭିତ୍ତିକ ଥଇଥାନ କାର୍ଯ୍ୟକ୍ରମ ରେ କାର୍ଯ୍ୟରତ ଅଧିକାରୀ ଙ୍କ ପରାମର୍ଶ ବୈଠକ ଅନୁଷ୍ଠିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୮/୦୨) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଧୋବାମୁଣ୍ଡା ରେଆର କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଭିନ୍ନକ୍ଷମ ଅଭିଭାବକ ସଂଘ ଓ ରେଆର ସୋନପୁର ତରଫରୁ ଗୋଷ୍ଠୀ ଭିତ୍ତିକ ଥଇଥାନ କାର୍ଯ୍ୟକ୍ରମ ରେ କାର୍ଯ୍ୟରତ ଅଧିକାରୀ ମାନଙ୍କ ଏକ ଦିବସୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି l

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଯୋଗ ଦେଇ ଉଦଘାଟନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ରେଆର ପ୍ରତିଷ୍ଠାତା ସଦସ୍ୟ ଗୌରୀଶ୍ୟାମ ପଣ୍ଡା, ସାଧାରଣ ସମ୍ପାଦକ ଅନଙ୍ଗ ନେଗୀ, ସୌମ୍ୟ ରଞ୍ଜନ ପାଣିଗ୍ରାହୀ, ବିଶ୍ୱଜିତ ଶତପଥି, ବିନୟ କୁମାର, ଲୁସିକା ନାୟକ, ସୁଶ୍ରୀ ଶ୍ରାବଣୀ କାଲସେ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କ ଗୋଷ୍ଟୀ ଭିତ୍ତିକ ଥଇଥାନ, ସାଇକୋଥେରାପି, ବୌଦ୍ଧିକ ଭିନ୍ନକ୍ଷମ ମାନଙ୍କ ଅବସ୍ଥା ଓ ବ୍ୟବହାର ବିଷୟରେ ଆଲୋଚନା କରାଯାଇଥିଲେ l ଏଥିରେ ରାଜ୍ୟ ର ବିଭିନ୍ନ ଜିଲ୍ଲାରୁ ପ୍ରତିନିଧି ମାନେ ଯୋଗ ଦେଇଥିଲେ l ଶେଷରେ ଅବନୀ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...