32.9 C
Balāngīr
Sunday, April 20, 2025

ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କର୍ମଚାରି ସମ୍ମାନିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ପ୍ରଣତି ସାବତ //
କାଶୀନଗର (୦୮/୦୧): କାଶୀନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ଏକ ସ୍ୱତନ୍ତ୍ର ଉତ୍ସବ ରେ ଜଣେ ଉତ୍ସର୍ଗୀକୃତ କର୍ମଚାରୀ ଙ୍କୁ ଶିକ୍ଷକ ସମାଜ ତରଫରୁ ସମ୍ମାନିତ କରାଯାଇଛି |a man in a pink shirt

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନର୍ମଦା ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ କବି ପ୍ରଶାନ୍ତ ମିଶ୍ର ଯୋଗ ଦେଇଥିଲେ | କୃଷ୍ଣ ଚନ୍ଦ୍ର ମହାନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ଡାଟା ଆପେରେଟର ଭାବେ ଉତ୍ସର୍ଗୀକୃତ ଭାବେ ସବୁ ସମୟ ରେ କାର୍ଯ୍ୟ କରି ଆସୁଛନ୍ତି | ତାଙ୍କ ବ୍ୟବହାର, ଓ ସ୍ବେଛାସେବୀ ଭାବେ ନିଜ ସମୟ କୁ ସସମ୍ପୂର୍ଣ ଭାବେ କାର୍ଯ୍ୟ କରି ଶିକ୍ଷକ ସମାଜ ର ପ୍ରିୟ ପାତ୍ର ହୋଇଥିବାରୁ ତାଙ୍କୁ ଉପଢୌକନ ଓ ଶୀତ ବସ୍ତ୍ର ଦେଇ ସମ୍ମାନିତ କରାଯାଇଛି | ଶିକ୍ଷଜ ଏମ. ଶ୍ରୀନିବାସ ଙ୍କ ଉଦ୍ୟମ ବଳ ରେ ଶିକ୍ଷକ ନେତା ଜଗଦୀଶ ପାତ୍ର, ଗୋପାଳ ରାଓ, ଲୋକନାଥ, ଓ ଆର. ମଧୁ ଯୋଗ ଦେଇଥିଲେ |

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...