32.9 C
Balāngīr
Wednesday, April 23, 2025

ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର

Must read

ଚନ୍ଦ୍ରପୁର, (୧୭/୩) : ଆ.ପ୍ର. ଆଦିବାସୀ ଅଧ୍ୟୁଷିତ ଚନ୍ଦ୍ରପୁର ବ୍ଲକ ସଦର ଗ୍ରାମପଞ୍ଚାୟତ ପରିସରରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ସରପଞ୍ଚ ରଞ୍ଜିତା ବ୍ରେକବେଡାଙ୍କ ସଂଯୋଜନାରେ, ନାଇବସରପଞ୍ଚ ଧବଳେଶ୍ୱର ପରିଛା, ଗୋଷ୍ଟି ଉନ୍ନୟନ ଅଧିକାରୀ ସମ୍ୟକାନ୍ତ ବୋଙ୍ଗଲ, ସମ୍ମାନିତ ଅତିଥି ଭାବେ ୱାର୍ଡ଼ ମେମ୍ବର, ଭାରପ୍ରାପ୍ତ ଜିପିଓ ରାଜେନ୍ଦ୍ର ପାଳ ଓ ଯୋଗାଣ ସହାୟକ କବିର ପାତ୍ର ଉପସ୍ଥିତିରେ ଅଭିଯୋଗ ଶୁଣାଣି ହୋଇଥିଲା । ଆଜିର ଅଭିଯୋଗ ଶୁଣାଣୀରେ, ପାନୀୟ ଜଳ ଯୋଗାଣ ନେଇ ଗୁରୁତ୍ବ ଅଭିଯୋଗ ହୋଇଥଲା । ଅଭିଜଗୋ ଶିଘ୍ର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଗୋଷ୍ଟିଉନ୍ନୟନ ଅଧିକାରୀ ଶ୍ରୀ ବୋଙ୍ଗଲ୍ ପରାମର୍ଶ ଦେଇଥିଲେ । ଏହି ଜନଶୁଣାଣୀ ଶିବିରରେ ବ୍ଲକ ଗୋଷ୍ଟି ଶିକ୍ଷା ଅଧିକାରୀ ଉମାକାନ୍ତ ମିଶାଲ, ବି ଏସ ଏସ ର ବିକାଶ ନାୟକ, , ପ୍ରାଣୀଧନ କୃଷି ଅଧିଦର୍ଶକ ରଞ୍ଜିତ କୁମାର ଗୋମାଙ୍ଗ ଉପସ୍ଥିତ ରହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...