32.9 C
Balāngīr
Tuesday, July 15, 2025

ଗ୍ୟାସରୁ ଲାଗିଲା ନିଆଁ, ମାଆକୁ ବଞ୍ଚାଇବାକୁ ଯାଇ ପୋଡିଗଲା ପୁଅ

Must read

ବାଲିଗୁଡା, (୨୨/୦୩) : ଆ.ପ୍ର. : ଗ୍ୟାସରୁ ନିଆଁ ଲାଗି ଜଳିଗଲେ ମାଆ ଓ ପୁଅ । ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ ହୋଇ ହଠାତ ମାଆ ଶାଢ଼ୀରେ ନିଆଁ ଲାଗିବାରୁ ମାକୁ ବଞ୍ଚାଇବାକୁ ସପ୍ରୟାସ କରୁ କରୁ ଜଳିଗଲା ପୁଅ ।

କନ୍ଧମାଳ ବାଲିଗୁଡା ଥାନା ବୁଡ଼ାଗୁଡା ଗାଁ’ର କୁମ୍ଭାର ସାହିରେ ଦଏକିବାକୁ ମିଳିଛି ଏଭଳି ଅଘଟଣ । କୁମ୍ଭାର ସାହିର ଗୀତାଞ୍ଜଳି ପଣ୍ଡା ରୋଷେଇ ଘରେ ଗ୍ୟାସରେ ରାନ୍ଧୁଥିବା ବେଳେ ତାଙ୍କ ଦେହରେ ନିଆଁ ଲାଗିଯାଇଥିଲା । ଗୀତାଞ୍ଜଳିଙ୍କ ପୁଅ ଚନ୍ଦନ ମା ଦେହରେ ନିଆଁ ଲାଗିଥିବା ଦେଖି ଦୌଡ଼ି ଆସି ମାଆ କୁ ବଂଚେଇବାକୁ ଯାଇ ନିଜେ ଜଳି ଯାଇଥିଲେ । ତେବେ ସ୍ଥାନୀୟ ଲୋକ ମାଆ ଓ ପୁଅଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲରେ ଭର୍ତ୍ତି କରିଛନ୍ତି । ଗୀତାଞ୍ଜଳିଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...