32.9 C
Balāngīr
Friday, April 25, 2025

ଗ୍ୟାସ ଟାଙ୍କି ଫାଟି ୫ ଦୋକାନ ଭସ୍ମିଭୂତ, ପଣାଯାତ୍ରା ପଡିଆରେ ଅଘଟଣ

Must read

ବ୍ରହ୍ମଗିରି, (୧୬/୪) :ଆପ୍ର. : ଗ୍ୟାସ ଟାଙ୍କି ଫାଟି ୫ ଦୋକାନ ଭସ୍ମିଭୂତ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ୍ ପଣାଯାତ୍ରା ପଡିଆରେ ଅଘଟଣ ।

ଗ୍ୟାସ ଟାଙ୍ଗି ଫାଟି ହୁତୁ ହୁତୁ ହୋଇ ଜଳିଗଲା ଦୋକାନ ଘର । କୃଷ୍ଣପ୍ରସାଦ ବ୍ଲକ୍ କମଳେଶ୍ୱର ଦେବଙ୍କ ନିକଟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପଣା ସଂକ୍ରାନ୍ତି ଠାରୁ ବଡ଼ ପର୍ବ ଆରମ୍ଭ ହୋଇଥିଲା । ଶହ ଶହ ଲୋକଙ୍କ ଭିଡ଼ ଜମିଥାଏ ଏହି ଯାତ୍ରାରେ । ଲୋକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଦୋକାନ ବଜାର ବସିଥାଏ । ଆଜି ଏକ ପାମ୍ପଡ଼ ଦୋକାନରେ ଗ୍ୟାସ ଟାଙ୍କି ଫାଟି ଯିବାରୁ ପାଖରେ ଥିବା ଖେଳନା ଦୋକାନ ସହ ଚାଟ୍ ଦୋକାନ ସମେତ ୫ଟି ଦୋକାନ ପୋଡ଼ି ଜଳିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...